କନ୍ଧମାଳବାସୀଙ୍କୁ ଭୋଟ୍‌ ମାଗିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୯ା୫(ରାକେଶ କୁମାର ରାଉତ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗୁରୁବାର କନ୍ଧମାଳ ଗସ୍ତରେ ଆସି ଭୋଟ୍‌ ମାଗିଛନ୍ତି। କନ୍ଧମାଳ ସଂସଦୀୟ କ୍ଷେତ୍ର ୭ ବିଧାନସଭା ପ୍ରାର୍ଥୀ ଏବଂ ଏମ୍‌ପି ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇ ଜୟଯୁକ୍ତ କରିବାକୁ କହିଛନ୍ତି। ବିରୋଧୀ କେବଳ ଅପପ୍ରଚାର କରୁଛନ୍ତି। ରାଜ୍ୟବାସୀଙ୍କ ପାଇଁ କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ସେମାନେ ଯାହା କୁହନ୍ତି, ତାହା କରନ୍ତି ନାହିଁ। ତେଣୁ ଏଥର ଆମେ ଯୋଡ଼ି ଶଙ୍ଖ ଗୋଟିଏ ଏମ୍‌ଏଲ୍‌ଏ ଏବଂ ଅନ୍ୟଟି ଏମ୍‌ପି ପ୍ରାର୍ଥୀଙ୍କୁ ଭୋଟ୍‌ ଦେବାକୁ ନିବେଦନ କରିଛନ୍ତି।
କନ୍ଧମାଳ ଷ୍ଟାଡିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପାଗ ପ୍ରତିକୂଳ ଯୋଗୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଧାରିତ ସମୟଠାରୁ ପାଖାପାଖି ୧ ଘଣ୍ଟା ବିଳମ୍ବରେ ପହଞ୍ଚିଥିଲେ। ଏହା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ବର୍ଷା ପବନ ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ବିଳମ୍ବରେ ପହଞ୍ଚିଥିଲେ ହେଁ ଷ୍ଟାଡିୟମରେ ସମସ୍ତେ ତାଙ୍କୁ ଚାହିଁ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଉଲ୍ଲାସ ପକ୍ଷରୁ ନିଆରା ପ୍ରୟାସ, ୧୮ ରୁ୬୦ ବର୍ଷର ଲୋକଙ୍କୁ ସାକ୍ଷାରତା କରିବ…

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ୧୮ ରୁ ୬୦ବର୍ଷର ଲୋକଙ୍କୁ ସାକ୍ଷରତା କରିବା ପାଇଁ ଉଲ୍ଲାସ ପକ୍ଷରୁ ରବିବାର ପରୀକ୍ଷା ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?