ପୁରୁଷ ହକି ଦଳର ମନୋବଳ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୮(ବ୍ୟୁରୋ):ଟୋକିଓ ଅଲିମ୍ପିକ୍ସ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳ ବେଲଜିୟମଠାରୁ ୨-୫ ଗୋଲରେ ପରାସ୍ତ ହୋଇଛି। ହାରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ହକି ଟିମ୍‌ର ମନୋବଳ ବଢ଼ାଇଛନ୍ତି। ସେମିରେ ବିଶ୍ୱ ଚାମ୍ପିୟନ ବେଲଜିୟମ ସହ ହୋଇଥିବା କଡ଼ା ଟକ୍କରରେ ଖୁବ୍‌ ସାହସିକତାର ସହ ଭାରତୀୟ ଟିମ୍‌ ପ୍ରଦର୍ଶନ କରିଛି ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି। ଖେଳପ୍ରେମୀଙ୍କୁ ଭାରତୀୟ ହକି ଟିମ୍‌ର ଏହି ପ୍ରୟାସ ଖୁବ୍‌ ଉତ୍ସାହିତ କରିଛି। ସେମିରେ ହାରିବା ପରେ ଏବେ ବ୍ରୋଞ୍ଜ ପଦକ ପାଇଁ ଖେଳିବ ଟିମ୍‌ ଇଣ୍ଡିଆ। ସେଥିପାଇଁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ ୨୦୧୮ରୁ ଓଡ଼ିଶା ଭାରତୀୟ ହକି ଟିମ୍‌ ପ୍ରାୟୋଜକ ଅଛି । ହକି ପାଇଁ ଓଡ଼ିଶାର ଅବଦାନ ମଧ୍ୟ ଅନନ୍ୟ । ଓଡ଼ିଶାରୁ ପୁରୁଷ ହକି ଟିମ୍‌ରେ ଉପଅଧିନାୟକ ବୀରେନ୍ଦ୍ର ଲାକ୍ରା ଥିବା ବେଳେ ମହିଳା ଟିମ୍‌ରେ ଦୀପ୍‌ ଗ୍ରେସ୍‌ ଏକ୍କା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଆତଙ୍କ ଖେଳାଇଲେ ୫ ଯୁବକ : ବାର୍‌ରେ ପଶି ଆକ୍ରମଣ, ବାର୍‌ ଡ୍ୟାନ୍ସରଙ୍କୁ ପିଛା କରି ଲୁଟିଲେ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଶନିବାର ବିଳମ୍ବିତ ରାତିରେ ଲକ୍ଷ୍ମୀସାଗର ଛକରୁ ସତ୍ୟବିହାର ପର୍ଯ୍ୟନ୍ତ ଆତଙ୍କ ଖେଳାଇଥିଲେ ୫ଜଣ ଯୁବକ। ପ୍ରଥମେ କଟକ ରୋଡ୍‌ରେ ଥିବା ରେନ୍‌ ଦି...

ଆନ୍ତଃରାଜ୍ୟ କାର ଲୁଟେରା ଗ୍ୟାଙ୍ଗର ଆଉ ୪ ଗିରଫ: ୬ କାର, ୬ ମୋବାଇଲ ଜବତ

କଟକ ଅଫିସ,୫।୭- ବମ୍ଫକୁଦ କାର ଲୁଟ୍‌ ଘଟଣାର ତଦନ୍ତ କରି କଟକ ସଦର ପୋଲିସ ଆନ୍ତଃରାଜ୍ୟ କାର ଲୁଟେରା ଗ୍ୟାଙ୍ଗ୍‌ର ଆଉ ୪ ଜଣ ସଦସ୍ୟଙ୍କୁ...

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

କଟକ ଅଫିସ,୧୦ା୧: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଫଳ ସୋମବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ...

ସମ୍ବଲପୁର ଜିଲାପାଳଙ୍କଠାରେ ଫେରାଦ ହେଲେ ପରୀକ୍ଷାରୁ ବାଦ୍‌ ପଡ଼ିଥିବା ଛାତ୍ରୀଛାତ୍ର

ସମ୍ବଲପୁର,୫।୩(ବ୍ୟୁରୋ):ସମ୍ବଲପୁର ଜିଲା ଧନୁପାଲି ଥାନା ଏକ ଅଣସ୍ବୀକୃତି ପ୍ରାପ୍ତ ଘରୋଇ କଲେଜର ଛାତ୍ରୀଛାତ୍ର ଯୁକ୍ତ ୨ କଳା ପରୀକ୍ଷା ଦେବାରୁ ବାଦ୍‌ ପଡ଼ିଥିଲେ। ଗୁରୁବାର ଛାତ୍ରୀଛାତ୍ରମାନେ...

କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନେଇ ରାଜନୀତି

ଭୁବନେଶ୍ୱର, ୨୮।୫(ବ୍ୟୁରୋ): କରୋନା ସଙ୍କଟ ବଢି ଚାଲିଥିବାବେଳେ ବିଭିନ୍ନ ରାଜନୈତିକ ଦଳଗୁଡିକ ପକ୍ଷରୁ ପରସ୍ପର  ବିରୋଧରେ କାଦୁଅଫିଙ୍ଗା ଜାରି ରଖିଛନ୍ତି। ରାଜ୍ୟରେ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକରେ ବ୍ୟାପକ...

ଲକ୍ଷ୍ମୀସାଗର ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ‘ଶିକ୍ଷା ହିଁ ଓଡ଼ିଶାର ମୂଳ ପୁଞ୍ଜି’

ଭୁବନେଶ୍ୱର, ୧୭-୧୧(ବ୍ୟୁରୋ) ଶିକ୍ଷା ହିଁ ଓଡ଼ିଶାର ମୂଳ ପୁଞ୍ଜି। ଯେତେବେଳେ ସମାଜ ନିଜ ଅଧିକାର ସହ ଦାୟିତ୍ୱ ପ୍ରତି ସଚେତନ ହୁଏ ସେତେବେଳେ ସମାଜ ଆଗକୁ...

୯୦ ଟଙ୍କା ପାଇଁ ହତ୍ୟା: ଦେଢ଼ମାସ ପରେ ଧରାପଡିଲେ ହତ୍ୟାକାରୀ

ସମ୍ବଲପୁର,୨୦ା୧(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ସୁନାପାଲି ନିକଟ ଏକ ପୋଖରୀ ହୁଡାରୁ କ୍ଷେତିପଡାର ମହମ୍ମଦ ଅଫ୍‌ତାର (୪୫)ଙ୍କ ମୃତଦେହ ପୋଲିସ ଜବତ କରିଥିଲା। ଦେଢମାସ...

ବିଏମ୍‌ସି କମିଶନରଙ୍କ ନିର୍ଦ୍ଦେଶକୁ ଅଣଦେଖା : ପୂଜା ପୂର୍ବରୁ ରାସ୍ତା ସ୍ଥିତି ଏମିତି

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଜଗତଜନନୀ ମା’ ଦୁର୍ଗା ଧରାବତରଣ କରିବେ। ଆଉ ମାତ୍ର ୭ ଦିନ ପୂଜା ହେବାକୁ ବାକି ଥିବାବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)...

Advertisement
Archives

Model This Week