ବାରବାଟୀରେ ହେବାକୁ ଥିବା ମ୍ୟାଚ ପାଇଁ ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୧୨ ତାରିଖରେ ବାରବାଟୀରେ ଖେଳାଯିବାକୁ ଥିବା ଟି- ଟ୍ବେଣ୍ଟି ଆନ୍ତର୍ଜାତିକ ମ୍ୟାଚ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଟିକେଟ କିଣିଛନ୍ତି । ଓଡ଼ିଶା କ୍ରିକେଟ ଆସୋସିଏଶନର ସଭାପତି ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ ପ୍ରଦାନ କରିଛନ୍ତି ।
ଏହି ଅବସରରେ ୫-ଟି ସଚିବ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ଅଭିନେତ୍ରୀ ତିଳୋତ୍ତମା ଖୁଣ୍ଟିଆ

ଭୁବନେଶ୍ୱର: ଓଡ଼ିଆ ଧାରାବାହିକ ଓ ଚଳଚ୍ଚିତ୍ରର ଜଣାଶୁଣା ଅଭିନେତ୍ରୀ ତିଳୋତ୍ତମା ଖୁଣ୍ଟିଆଙ୍କର ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୫୭ବର୍ଷ ବୟସରେ ପରଲୋକ ଘଟିଛି।...

ଭାଗବତ ଓଡ଼ିଆ ଜାତିର ଆଦର୍ଶ

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ଅତିବଡ଼ୀ ଶ୍ରୀ ଜଗନ୍ନାଥ ଦାସକୃତ ‘ଶ୍ରୀମଦ୍‌ଭାଗବତ’ ଏକ ସାତ୍ତ୍ବିକ ମହାପୁରାଣ ଏବଂ ଓଡ଼ିଆ ଜାତିର ଆଧ୍ୟାତ୍ମିକ ଅନୁଭୂତିର ପ୍ରାମାଣିକ ଗ୍ରନ୍ଥ। ଏହା ଓଡ଼ିଆ...

CORONAVIRUS UPDATE: ରାଜ୍ୟରେ ଆଜି ୨୬୧୭ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୫ ହଜାର ୩୩୦କୁ ବୃଦ୍ଧି

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୨୬୧୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୫...

ମହାପ୍ରଭୁଙ୍କୁ ଦର୍ଶନ କଲେ କଙ୍ଗନା

ପୁରୀ ଅଫିସ୍‌,୧୯।୨: ବଲିଉଡ ଅଭିନେତ୍ର୍ରୀ କଙ୍ଗନା ରାଣାୱତ ଶୁକ୍ରବାର ସକାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ସମୟରେ ସିଂହାରୀ ସେବାୟତ...

ଥାନାଧିକାରୀ, ଡିସିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ

କଟକ ସଦର,୨୭ା୬(ଡି.ଏନ୍‌.ଏ.): ପୋଲିସଠାରୁ ନ୍ୟାୟ ନ ପାଇ କଟକ ଜିଲା କିଶନନଗର ଥାନା ପରିସରରେ ଗତ ଗୁରୁବାର ସ୍ଥାନୀୟ ସାଇକୋରୁଆ ଗ୍ରାମର ଗୁଣନିଧି ବିଶୋୟୀ ଦେହରେ...

କୋଚିଂ ସେଣ୍ଟର ଖୋଲିବାକୁ ସର୍ତ୍ତମୂଳକ ଅନୁମତି ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଘରୋଇ ଶିକ୍ଷକ

ଭୁବନେଶ୍ୱର, ୩।୬(ବ୍ୟୁରୋ): କରୋନା ମହାମାରୀ ଲକ୍‌ଡାଉନ୍‌ ଯୋଗୁ ୩ମାସ ହେଲା ଟ୍ୟୁଶନ ଓ କୋଚିଂସେଣ୍ଟର ବନ୍ଦ ରହିଛି। ଏହା ଛାତ୍ରୀଛାତ୍ରଙ୍କ ଶିକ୍ଷାର ବିକାଶ ଉପରେ ଘୋର...

ଯାଜପୁରର ୫ ପଜିଟିଭ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୬ଟି ଚିହ୍ନଟ ହୋଇଛନ୍ତି। ଅପରାହ୍ନରେ ଚିହ୍ନଟ ୬...

ରାଜସ୍ବ ଆଦାୟ ଚିନ୍ତାରେ ବିଏମ୍‌ସି

ଭୁବନେଶ୍ୱର, ୮।୨ (ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଚିଠା ବଜେଟ ପ୍ରସ୍ତୁତ କରିଛି ବିଏମ୍‌ସି। ଗତ କର୍ପୋରେଶନ ବୈଠକରେ ୬୯୦ କୋଟିର ଚିଠା ବଜେଟ...

Advertisement
Archives

Model This Week