ଦିଦିଙ୍କୁ ଫୋନ୍‌ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୫(ବ୍ୟୁରୋ): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସର ବିପୁଳ ବିଜୟ ପରେ ମମତା ବାନାର୍ଜୀଙ୍କୁ ଫୋନ୍‌ କରି ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋମବାର ସକାଳେ ଦିଦିଙ୍କୁ ଫୋନ୍‌ କରିଥିଲେ ନବୀନ।

ମୋଟ୍‌ ୨୯୪ଟି ଆସନ ବିଶିଷ୍ଟ ପଶ୍ଚିମବଙ୍ଗ ବିଧାନସଭାରୁ ଟିଏମ୍‌ସି ୨୧୩ ଆସନରେ ବିଜୟ ଲାଭ କରିଛି। ମମତାଙ୍କ ଏହି ବିଜୟରେ ତାଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri