ବରଯାତ୍ରୀ ଗାଡ଼ି ଦୁର୍ଘଟଣାରେ ୭ ମୃତକଙ୍କ ପାଇଁ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ସମ୍ବଲପୁର ଜିଲାର ଶାସନ ଥାନା ଅନ୍ତର୍ଗତ ପରମାଣପୁରକୁ ଝାରସୁଗୁଡ଼ାରର ବଡ଼ଧରା ଗାଁରୁ ଏକ ବରାଯାତ୍ରୀ ଦଳ ଆସିଥିଲେ। ବରଯାତ୍ରୀ ନାଚ, ଗୀତ ସାରି ଭୋଜି ଖାଇ ଘରକୁ ଫେରିବା ସମୟରେ ଭୟଙ୍କର ଦୁର୍ଘଟଣା ଘଟି ୭ ଜଣଙ୍କ ଜୀବନ ଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି।

ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସମ୍ବଲପୁରରେ ବରଯାତ୍ରୀ ଗାଡ଼ି ଦୁର୍ଘଟଣାରେ ଅନେକଙ୍କ ପ୍ରାଣହାନି ହୋଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ସମସ୍ତଙ୍କ ଅମର ଆତ୍ମାର ସଦ୍‌ଗତି କାମନା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି। ଏଥିସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri