ବରଯାତ୍ରୀ ଗାଡ଼ି ଦୁର୍ଘଟଣାରେ ୭ ମୃତକଙ୍କ ପାଇଁ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ସମ୍ବଲପୁର ଜିଲାର ଶାସନ ଥାନା ଅନ୍ତର୍ଗତ ପରମାଣପୁରକୁ ଝାରସୁଗୁଡ଼ାରର ବଡ଼ଧରା ଗାଁରୁ ଏକ ବରାଯାତ୍ରୀ ଦଳ ଆସିଥିଲେ। ବରଯାତ୍ରୀ ନାଚ, ଗୀତ ସାରି ଭୋଜି ଖାଇ ଘରକୁ ଫେରିବା ସମୟରେ ଭୟଙ୍କର ଦୁର୍ଘଟଣା ଘଟି ୭ ଜଣଙ୍କ ଜୀବନ ଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି।

ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସମ୍ବଲପୁରରେ ବରଯାତ୍ରୀ ଗାଡ଼ି ଦୁର୍ଘଟଣାରେ ଅନେକଙ୍କ ପ୍ରାଣହାନି ହୋଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ସମସ୍ତଙ୍କ ଅମର ଆତ୍ମାର ସଦ୍‌ଗତି କାମନା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି। ଏଥିସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri