ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସରକାରଙ୍କ ଜଣେ ପ୍ରତିନିଧି ଭାବେ…

ଭୁବନେଶ୍ୱର,୧୯ା୧୦: ଶନିବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ କୃତିତ୍ୱ ହାସଲ କରିଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଲେଖିଛନ୍ତି, ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ଆଗାମୀ ଦିନରେ ସରକାରଙ୍କ ଜଣେ ପ୍ରତିନିଧି ଭାବେ ଲୋକଙ୍କ ଅଧିକାରକୁ ଗୁରୁତ୍ୱ ଦେବା ସହିତ ସରକାରଙ୍କ ଲୋକାଭିମୁଖୀ ଯୋଜନାକୁ ଶେଷ ସୋପାନରେ ପହଞ୍ଚାଇବା ପାଇଁ ସମସ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ…

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri