ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ଆଜି ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି ଯେ, ପବିତ୍ର କାଳୀପୂଜା ଏବଂ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଚଳିତ ବର୍ଷ କୋଭିଡ୍‌ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ବଜାୟ ରଖନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ।


Enter your email to get our daily news in your inbox.

All Right Reserved By Dharitri.Com

କଂସେଇଖାନା ଇଦ୍‌ର ଅଂଶ ନୁହେଁ : ହାଇକୋର୍ଟ

କୋଲକାତା,୨୨।୫: ଗୋହତ୍ୟା କୌଣସି ଧାର୍ମିକ ଉତ୍ସବର ଅଂଶ ହୋଇ ନ ପାରେ । ସର୍ବସାଧାରଣ ସ୍ଥାନରେ ପଶୁହତ୍ୟାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ କହି କଲିକାତା ହାଇକୋର୍ଟ ପଶ୍ଚିମବଙ୍ଗରେ…

ସଂସ୍କାର ଆଣି ଲୋକଙ୍କ ଜୀବନକୁ ସହଜ କର, ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୫(ପି.ଟି.): ଜନସାଧାରଣଙ୍କ ଜୀବନକୁ ଆରାମଦାୟକ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାରମୂଳକ ପଦକ୍ଷେପ ନେବାକୁ ଗୁରୁବାର ମନ୍ତ୍ରୀ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri