Bhubaneswar: Odisha Chief Minister Naveen Patnaik wearing a face mask during a meeting with Gujarat CM Vijay Rupani and Union Minister Dharmendra Pradhan via video conferencing about the transportation of migrants from Surat, in Bhubaneswar, Sunday, April 26, 2020. (PTI Photo)(PTI26-04-2020_000120B)
ଭୁବନେଶ୍ୱର,୨୩ା୮(ବ୍ୟୁରୋ): ଆଜି ହେଉଛି ନୂଆଁଖାଇ ପର୍ବ। ଏହା ପଶ୍ଚିମ ଓଡ଼ିଶାର ଗଣପର୍ବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ସମ୍ବଲପୁରୀ ଭାଷାରେ ଟୁଇଟ୍ କରି ନୂଆଁଖାଇର ଜୁହାର ଜଣାଇବା ସହ ସମସ୍ତଙ୍କ ସୁଖ, ସମୃଦ୍ଧି କାମନା କରିଛନ୍ତି।
ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍। #NuakhaiJuhar #ନୂଆଁଖାଇଜୁହାର🙏 pic.twitter.com/et39pij6Pb
— Naveen Patnaik (@Naveen_Odisha) August 23, 2020
ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନୂଆଁଖାଇ ଅବସରରେ ଶୁଭକାମନା ଜଣାଇଛନ୍ତି।