ରକ୍ଷାବନ୍ଧନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୮: ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆରେ ରାଖୀ ପୂର୍ଣ୍ଣିମା ଓ ଶ୍ରୀ ବଳଭଦ୍ରଙ୍କ ଜନ୍ମ ଦିନରେ ଅନେକ ଅନେକ ଶୁଭେଚ୍ଛା। ରକ୍ଷା ସୂତ୍ର ସମସ୍ତଙ୍କ ଜୀବନକୁ ମଙ୍ଗଳମୟ ସହ ସମ୍ପର୍କକୁ ଆହୁରି ନିବିଡ଼ କରୁ ବୋଲି ଲେଖିଛନ୍ତି।

ଭଉଣୀର ସୁରକ୍ଷା ପାଇଁ ଭାଇ ସବୁବେଳେ ତା’ସହ ରହିଥାଏ। ଆଉ ଭଉଣୀ ମଧ୍ୟ ସବୁବେଳେ ଭାଇର ଶୁଭ ମନାସିଥାଏ। ଭାଇ ଓ ଭଉଣୀର ଏହି ମଧୁର ସମ୍ପର୍କକୁ ଆହୁରି ମଜଭୁତ କରିଥାଏ ରାଖୀ। ଭାଇ ମନରେ ଭଉଣୀ ପ୍ରତି ଥିବା ପ୍ରତିବଦ୍ଧତା ଆହୁରି ବଢ଼ିଯାଏ। ପବିତ୍ର ରାଖୀପୂର୍ଣ୍ଣିମାରେ ସ୍ନେହ, ମମତା ଆଉ ସମ୍ପର୍କର ଏହି ଡୋରି ଆହୁରି ମଜଭୁତ ହେଉ ବୋଲି ସେ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାର ଏହି ଜିଲାର ସମସ୍ତ ସ୍କୁଲ ବନ୍ଦ ଘୋଷଣା, ନିର୍ଦ୍ଦେଶନାମା ଜାରି କଲେ…

ଛତ୍ରପୁର,୩।୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ନଭେମ୍ବର ୪ ତାରିଖ (ବୁଧବାର) ଗଞ୍ଜାମ ଜିଲାର ସମସ୍ତ…

କୋଟିଆରେ ଓଡ଼ିଶାର ଦୃଢ଼ ଆଭିମୁଖ୍ୟ: ପ୍ରଶାସନ-ପୋଲିସର ବିରୋଧ ପରେ ପଛଘୁଞ୍ଚା ଦେଲା ଆନ୍ଧ୍ର ପୋଲିସ୍

ପଟ୍ଟାଙ୍ଗି,୩।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନସ୍ଥ ବିବାଦୀୟ କୋଟିଆ ପଞ୍ଚାୟତର ନେରିଡିବାଲସା ଗ୍ରାମରେ ପୁଣି ଥରେ ସୀମା ବିବାଦ ଉଗ୍ର ରୂପ ନେଇଛି।…

ଆସନ୍ତା ୭ରେ ଗଞ୍ଜାମ ଆସୁଛନ୍ତି ନବୀନ: ବାତ୍ୟା-ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବେ ବିଜେଡି ସୁପ୍ରିମୋ,ନିର୍ବାଚନ ପୂର୍ବରୁ…

ଭଞ୍ଜନଗର,୩।୧୧(ବାବୁଲା ପ୍ରଧାନ): ଗତ ୨୯ ତାରିଖରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲାକୁ ସମ୍ପୂର୍ଣ୍ଣ ଶ୍ରୀହୀନ କରିଦେଇଛି। ପ୍ରାକୃତିକ ଦୁର୍ବିପାକ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଦେଇଥିବା ବେଳେ…

୨୫୦ ଟଙ୍କିଆ ସ୍ମାରକୀ ମୁଦ୍ରା ଜାରିକଲେ ଅର୍ଥମନ୍ତ୍ରୀ, କିଣିବାକୁ ହେଲେ ଦେବାକୁ ହେବ….

ନୂଆଦିଲ୍ଲୀ,୩।୧୧: କର୍ନାଟକ ସଙ୍ଗୀତର ମହାନ ସଙ୍ଗୀତଜ୍ଞ ତଥା କର୍ନାଟକ ସଙ୍ଗୀତର ତ୍ରିମୂର୍ତ୍ତିଙ୍କ ମଧ୍ୟରୁ ଅନ୍ୟତମ ମୁଥୁସ୍ୱାମୀ ଦୀକ୍ଷିତାରଙ୍କ ୨୫୦ତମ ଜୟନ୍ତୀ ଅବସରରେ ୨୫୦ ଟଙ୍କିଆ ସ୍ମାରକୀ ମୁଦ୍ରା…

ନ୍ୟୁଜିଲାଣ୍ଡ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଆଶ୍ୱସ୍ତି, ସୁସ୍ଥ ହେଲେ ଏହି ଷ୍ଟାର ବୋଲର

ନୂଆଦିଲ୍ଲୀ,୩।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଦଳକୁ ମିଳିଛି ବଡ଼ ଆଶ୍ୱସ୍ତି । ଟିମ୍ ଇଣ୍ଡିଆର ଷ୍ଟାର୍‌ ଦ୍ରୁତ ବୋଲର ପ୍ରସିଦ୍ଧ କୃଷ୍ଣାଙ୍କୁ ତିନୋଟି ଯାକ ଫର୍ମାଟ୍‌ ପାଇଁ…

ରାହୁଲଙ୍କୁ ଅମିତ ଶାହାଙ୍କ ଚ୍ୟାଲେଞ୍ଜ: ସବୁ ପ୍ରସଙ୍ଗରେ ସଂସଦରେ ଆଲୋଚନା….

ନୂଆଦିଲ୍ଲୀ,୩।୧୧ : ସଂସଦରେ ପ୍ରତ୍ୟେକ ପ୍ରସଙ୍ଗରେ ଆଲୋଚନା କରିବାକୁ ମୋଦି ସରକାର ପ୍ରସ୍ତୁତ। ଏଥିରେ SIR ପ୍ରସଙ୍ଗ ମଧ୍ୟ ସାମିଲ ରହିଛି । ଏଥିପାଇଁ ଲୋକସଭାର ବିରୋଧୀ…

ଡେରାବିଶ ବ୍ଲକ କ୍ୟାସିୟରଙ୍କ ୧.୦୬ କୋଟି ଟଙ୍କା ଆତ୍ମସାତ୍ ମାମଲା: ଆରମ୍ଭ ହେଲା ରାଜ୍ୟ ସରକାରଙ୍କ ସ୍ପେଶାଲ ଅଡିଟ୍

ଡେରାବିଶ,୩।୧୧(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର କ୍ୟାସିୟର ଶଶିକାନ୍ତ ରଣାଙ୍କ ଦ୍ୱାରା ୧ କୋଟି ୬ ଲକ୍ଷ ୩ ହଜାର ୫୯୫ ଟଙ୍କାର ବିଶାଳ…

ରାଜନୀତିରେ ବଡ଼ ହଲଚଲ! ହଠାତ୍ ଇସ୍ତଫା ଦେଲେ ଏମପି…

ବଡଗାମ,୩ା୧୧: ଶ୍ରୀନଗର ଲୋକସଭା ସାଂସଦ ସୟଦ ଆଗା ରୁହୁଲ୍ଲା ମେହେଦି ମଙ୍ଗଳବାର ନ୍ୟାଶନାଲ କନ୍‌ଫରେନ୍ସ(ଏନ୍‌ସି)ରୁ ଇସ୍ତଫା ଦେଇଛନ୍ତି । ଏଥିସହ ସେ ଏକ ନୂଆ ରାଜନୈତିକ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?