ଭାରତୀୟ ମହିଳା ହକି ଟିମ୍‌କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ସୋମବାର ଦମ୍‌ଦାର ପ୍ରଦର୍ଶନ କରି ଇତିହାସ ରଚିଛି ଭାରତୀୟ ହକି ଟିମ୍‌ । ଅଲିମ୍ପିକ୍ସରେ ସେମି ଫାଇନାଲରେ ପ୍ରବେଶ କରିବା ପରେ ମହିଳା ହକି ଟିମ୍‌କୁ ଚାରିଆଡୁ ଛୁଟୁଛି ଶୁଭେଚ୍ଛା ସୁଅ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭାରତୀୟ ମହିଳା ହକି ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଏହି ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ, ‘ମହିଳା ହକି ଦଳ ଏହି ବିଜୟ ଅଭିଯାନ ବଜାୟ ରଖୁ। ଭାରତୀୟ ମହିଳା ହକି ଦଳ ଦେଶର ସମ୍ମାନ ବଜାୟ ରଖୁ।’

ସୂଚନାଯୋଗ୍ୟ, ଭାରତ ପ୍ରଥମଥର ପାଇଁ ଟୋକିଓ ଅଲିମ୍ପିକ୍ସରେ ସେମିଫାଇନାଲରେ ପ୍ରବେଶ କରିଛି। କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆକୁ ୧-୦ରେ ହରାଇଛି ଭାରତ। ଭାରତ ପକ୍ଷରୁ ଗୁରଜିତ୍‌ କୌର ଗୋଲ୍‌ ଦେଇଛନ୍ତି। ମହିଳା ଟିମ୍‌ ତୃତୀୟ ଥର ପାଇଁ ଅଲିମ୍ପିକ୍ସରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’…

‘ବ୍ରିକ୍ସ ଥାଳି’ (BRICS Thali) କୁ ନେଇ ରାଜନୀତି ସରଗରମ; ନିରାମିଷ ଖାଦ୍ୟ ତାଲିକାକୁ ନେଇ କଂଗ୍ରେସ-ଭାଜପା ମଧ୍ୟରେ ରାଜନୈତିକ ଲଢ଼େଇ

ନୂଆଦିଲ୍ଲୀ,୧୪।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀର ସଫଳ ସମାପ୍ତି ପରେ ଦେଶରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଏହି ବିବାଦ ସମ୍ମିଳନୀ ଅବସରରେ…

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?