ରାଜ୍ୟବାସୀଙ୍କୁ ଇଦ୍‌ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ଆଜି ହେଉଛି ପବିତ୍ର ଇଦ୍‌-ଉଜ୍‌-ଜୁହା। ଏହି ଅବସରରେ ସମସ୍ତ ମୁସଲମାନ ଭଉଣୀଭାଇଙ୍କୁ ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ସେ କହିଛନ୍ତି, ବର୍ତ୍ତମାନ ରାଜ୍ୟରୁ କରୋନା ସମ୍ପୂର୍ଣ୍ଣ ଭାବେ ଦୂର ହୋଇନାହିଁ। ତେଣୁ କୋଭିଡ୍‌ ନିୟମ ପାଳନ କରି ଘରେ ରହି ପରିବାର ସହ ଆନନ୍ଦର ପର୍ବକୁ ଉପଭୋଗ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ, ଶୁଦ୍ଧିରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ ନେଇ ଉଦ୍‌ବେଗ: କଡ଼ା କାର୍ଯ୍ୟାନୁଷ୍ଠାନ ଲାଗି ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଏହା ମହାମାରୀ ରୂପ ନେବାରେ ଲାଗିଛି। ଏଭଳି ପରିସ୍ଥିତିରେ ବିବାହ ଏବଂ ଶୁଦ୍ଧିକାର୍ଯ୍ୟ ବେଳେ...

କରୋନା ଆକ୍ରାନ୍ତ ମହିଳାଙ୍କ ସୁରକ୍ଷିତ ପ୍ରସବ କରାଇଲେ ଡାକ୍ତର

ମାଲକାନଗିରି,୨୬ା୪: ମାଲକାନଗିରି ଜିଲା ସଦରସ୍ଥିତ କୋଭିଡ୍‌ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ମହିଳା ସୋମବାର ଏକ ଶିଶୁପୁତ୍ର ଜନ୍ମ ଦେଇଛନ୍ତି। ମହିଳା ଜଣକ କରୋନା ସଂକ୍ରମିତ...

ନିଷ୍ଟ କଲେଜରେ ଛାତ୍ର ଅଶାନ୍ତି : ଧାରଣାରେ ବସିଲେ କର୍ମଚାରୀ

ଗୋପାଳପୁର,୪ା୨-ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପାଲୁର ହିଲ୍‌୍‌ସ୍ଥିତ ନିଷ୍ଟ କଲେଜରେ ଛାତ୍ର ଅଶାନ୍ତି ଲାଗି ରହିଛି। ଏଥିପାଇଁ ପ୍ରଶାସନିକ ବିବାଦକୁ ଦାୟୀ କରାଯାଇଥିବା ଅଭିଯୋଗ ହୋଇଛି।...

ବିଦ୍ୟୁତ୍‌ ସଂସ୍ପର୍ଶରେ ଯୁବକଙ୍କ ପ୍ରାଣ ଗଲା

ବାଲେଶ୍ୱର ଅଫିସ, ୨୭।୯: ବାଲେଶ୍ୱର ଚାନ୍ଦିପୁର ଥାନା ବଡ଼କିଆ ଗ୍ରାମର ବସନ୍ତ ସାମଲ (୩୫) ଶୁକ୍ରବାର ପୂର୍ବାହ୍ନରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ବସନ୍ତ...

ବିମାନବନ୍ଦରରେ ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣା: ଠିକାଦାର ଅଟକ, କାଗଜପତ୍ର ଯାଞ୍ଚ କରୁଛି କମିଶନରେଟ ପୋଲିସ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣାରେ ଶନିବାର ଠିକାଦାରୀ ସଂସ୍ଥା ମୁଖ୍ୟ ଦିଲୀପ ଖଟୋଇଙ୍କୁ ଅଟକ ରଖାଯାଇଛି। ଡିସିପିଙ୍କ ନେତୃତ୍ୱରେ କମିଶନରେଟ...

ଆମ୍ବୁଲାନ୍ସ ଧକ୍କାରେ ଜଣେ ମୃତ

ଠାକୁରମୁଣ୍ଡା,୧୨ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅନ୍ତର୍ଗତ ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତାର ଘୁଳୁଘୁଳିଆ ଶାଳନ୍ଦୀ ସେତୁ ନିକଟରେ ସୋମବାର ସାରେ ଏକ ଆମ୍ବୁଲାନ୍ସ ଧକ୍କାରେ ଜଣେ ବ୍ୟକ୍ତିଙ୍କ...

କୋଭିଡ୍‌ ମାର୍ଗଦର୍ଶିକାରେ ପାଳନ ହେବ ସ୍ବାଧୀନତା ଦିବସ

ଭୁବନେଶ୍ୱର, ୨୭। ୭(ବ୍ୟୁରୋ): ଚଳିତ ବର୍ଷ ୭୫ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କୋଭିଡ୍‌ ମାର୍ଗଦର୍ଶିକା ମଧ୍ୟରେ ୟୁନିଟ୍‌-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ...

ସ୍ମରଣୀୟ ହୋଇ ରହିବେ ବିଜୟ: ରାଜ୍ୟପାଳ

ଭୁବନେଶ୍ୱର,୨୦ା୭(ବ୍ୟୁରୋ)-ପ୍ରସିଦ୍ଧ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭୀର ଶୋକ ପ୍ରକାଶ କରିଛନ୍ତି। ଓଡିଆ ଅଭିନୟ ଜଗତକୁ ବିଜୟଙ୍କ...

Advertisement


Archives

Model This Week

Why Dharitri