ରାଜ୍ୟବାସୀଙ୍କୁ ବସନ୍ତ ପଞ୍ଚମୀ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୨(ବ୍ୟୁରୋ): ଆଜି ବସନ୍ତ ପଞ୍ଚମୀ। ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂଜା ପାଇବେ ମା’ ସରସ୍ବତୀ। ବିଧି ଅନୁସାରେ ବସନ୍ତ ପଞ୍ଚମୀରେ ସରସ୍ବତୀ ମନ୍ଦିରରେ ପାଞ୍ଜି ପୂଜା କରାଯାଏ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ସେ ଲେଖିଛନ୍ତି, ପବିତ୍ର ବସନ୍ତ ପଞ୍ଚମୀ ତଥା ମା’ ସରସ୍ବତୀଙ୍କ ପୂଜା ଅବସରରେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ବିଦ୍ୟାଦାୟିନୀ ମା’ ସରସ୍ବତୀଙ୍କ ଅପାର କରୁଣାରୁ ସଭିଙ୍କ ଜ୍ଞାନର ଭଣ୍ଡାର ପରିପୂର୍ଣ୍ଣ ହେବା ସହ ସୁଖ ଓ ସମୃଦ୍ଧିପ୍ରାପ୍ତ ହେଉ।

 


Enter your email to get our daily news in your inbox.

All Right Reserved By Dharitri.Com

୧ ମିନିଟ୍‌ରେ ୩୪୮ ମୁଷ୍ଟିଘାତ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ପଞ୍ଚ୍‌ମ୍ୟାନ ଭାବେ ପରିଚିତ ସତ୍ୟପୀର ପ୍ରଧାନ ଆଉଏକ ବିଶ୍ୱ ରେକର୍ଡ ଅପେକ୍ଷାରେ। ସ୍ଲୋଭାକିଆର ମୁଷ୍ଟିଯୋଦ୍ଧା ପାଭେଲ୍‌ ରୁଷୋଭ୍‌ଙ୍କ ଗିନିଜ୍‌ ବୁକ୍‌ ଅଫ୍‌ ଓ୍ବାଲର୍‌ଡ...

ଏଣ୍ଡୋକ୍ରାଇନ୍‌ ସୋସାଇଟି ବାର୍ଷିକ ସମ୍ମିଳନୀ ଉଦ୍‌ଘାଟିତ ରୋଗୀଙ୍କ ପାଇଁ ଡାକ୍ତର ଦେବତାତୁଲ୍ୟ: ରାଜ୍ୟପାଳ

ବ୍ରହ୍ମପୁର ଅଫିସ,୧୫ା୧୨-ଭାରତୀୟ ସଂସ୍କୃତିରେ ଡାକ୍ତରଙ୍କୁ ଭଗବାନଙ୍କ ସଦୃଶ ବିବେଚନା କରାଯାଇଛି ା ଭଗବାନ ଯେପରି ମନୁଷ୍ୟର ସମସ୍ୟା, ବ୍ୟାଧି ଦୂର କରିଥାନ୍ତି, ସେହିପରି ଡାକ୍ତର ରୋଗୀଙ୍କ...

ରାଜ୍ୟରେ ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ ଲୋକ ନେଲେଣି କରୋନା ଟିକା

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ଟିକାକରଣ ଅଭିଯାନରେ ଶନିବାର ୨୮ ଲକ୍ଷ ୩୧ ହଜାର ୪୩୭ ଜଣ ଟିକା ନେଇସାରିଲେଣି। ଏହାକୁ ମିଶାଇ ରାଜ୍ୟର...

ମାଛ ବେପାର ଆଳରେ ବ୍ରାଉନସୁଗାର ଚାଲାଣ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ରେ କଡ଼ା ଯାଞ୍ଚ ସତ୍ତ୍ୱେ ରାଜ୍ୟରେ ଚାଲୁଛି ନିଶା କାରବାର। କଟକଣା ଗାଇଡ୍‌ଲାଇନ୍‌ରୁ ଫାଇଦା ଉଠାଇ ମାଛ ବେପାର ନାଁରେ ମାଫିଆମାନେ...

ବିଧାୟକଙ୍କ ରିପୋର୍ଟ ନେଗେଟିଭ୍‌ ନା ପଜିଟିଭ୍‌?

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନର ଶନିବାର ହେଉଛି ଦ୍ବିତୀୟ ଦିନ। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତ ଶୀତ ଅଧିବେଶନ ପାଇଁ ବିଧାୟକଙ୍କ ସମେତ ଅନ୍ୟ...

ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ

ଭୁବନେଶ୍ୱର,୭ା୪(ବ୍ୟୁରୋ): ଏଣିକି ରାଜ୍ୟର ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ। ଏହାର ଉଲ୍ଲଂଘନ କଲେ ପ୍ରଥମେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ୭ଦିନିଆ...

ଶ୍ରୀଜିଉଙ୍କୁ ଦର୍ଶନ କଲେ ୫-ଟି ସଚିବ, ଶ୍ରୀସେତୁ ନିର୍ମାଣ କାର୍ଯ୍ୟର କଲେ ଅନୁଧ୍ୟାନ

ପୁରୀ ଅଫିସ,୧୨।୧୧: ୫-ଟି ସଚିବ ଭିକେ ପାଣ୍ଡିଆନ ଶନିବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହା ସହ ଶ୍ରୀସେତୁ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ...

୧୧ରୁ ରଙ୍ଗଶାଳାର ଜାତୀୟ ନାଟକ ମହୋତ୍ସବ: ନଳିନୀ ନିହାରୀ ନାୟକ ପାଇବେ ବ୍ୟୋମକେଶ ସମ୍ମାନ

ପୁରୀ ଅଫିସ, ୧୦ା୮: ଶ୍ରୀକ୍ଷେତ୍ରର ଅଗ୍ରଣୀ ନାଟ୍ୟଅନୁଷ୍ଠାନ ରଙ୍ଗଶାଳା ଆନୁକୂଲ୍ୟରେ ୧୨ତମ ଜାତୀୟ ନାଟକ ମହୋତ୍ସବ ଆସନ୍ତା ୧୧ତାରିଖରୁ ଅନୁଷ୍ଠିତ ହେବ। ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ୫ଦିନ...

Advertisement
Archives

Model This Week