ରାଜ୍ୟବାସୀଙ୍କୁ ବସନ୍ତ ପଞ୍ଚମୀ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୨(ବ୍ୟୁରୋ): ଆଜି ବସନ୍ତ ପଞ୍ଚମୀ। ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂଜା ପାଇବେ ମା’ ସରସ୍ବତୀ। ବିଧି ଅନୁସାରେ ବସନ୍ତ ପଞ୍ଚମୀରେ ସରସ୍ବତୀ ମନ୍ଦିରରେ ପାଞ୍ଜି ପୂଜା କରାଯାଏ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ସେ ଲେଖିଛନ୍ତି, ପବିତ୍ର ବସନ୍ତ ପଞ୍ଚମୀ ତଥା ମା’ ସରସ୍ବତୀଙ୍କ ପୂଜା ଅବସରରେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ବିଦ୍ୟାଦାୟିନୀ ମା’ ସରସ୍ବତୀଙ୍କ ଅପାର କରୁଣାରୁ ସଭିଙ୍କ ଜ୍ଞାନର ଭଣ୍ଡାର ପରିପୂର୍ଣ୍ଣ ହେବା ସହ ସୁଖ ଓ ସମୃଦ୍ଧିପ୍ରାପ୍ତ ହେଉ।

 


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷତା ବିକାଶ କାର୍ଯ୍ୟକ୍ରମର ଅଗ୍ରଗତି ଉପରେ ଗୁରୁତ୍ୱ ଦିଆଯାଉଛି: ମନ୍ତ୍ରୀ

ଭୁବନେଶ୍ୱର,୨୦।(ବ୍ୟୁରୋ): କର୍ମନିଯୁକ୍ତି ସହାୟକ ତାଲିମ କାର୍ଯ୍ୟକ୍ରମ ଓ ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନା ଅନ୍ତର୍ଗତ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମରେ କାର୍ଯ୍ୟରତ ପ୍ରକଳ୍ପ କାର୍ଯ୍ୟକାରୀ ସଂସ୍ଥାଗୁଡ଼ିକର...

ଆଜି ପ୍ରକାଶ ପାଇବ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୫।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମଙ୍ଗଳବାର ଜିଲାଗୁଡ଼ିକରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଅପରାହ୍ନ ୩ଟା ମଧ୍ୟରେ ନାମାଙ୍କନପତ୍ର ପ୍ରତ୍ୟାହାର କରାଯିବାକୁ ସମୟ...

ବିପଦରେ ବିରଳ ପ୍ରଜାତିର ହର୍ଲି କଙ୍କଡ଼ା

ମହାକାଳପଡ଼ା,୨।୭(ଡି.ଏନ୍‌.ଏ.): ଜୈବ ବିବିଧତା ଓ ମୃତ୍ତିକା ଉର୍ବରତା ସହ ପରିବେଶ ସନ୍ତୁଳନ ରକ୍ଷା କରିବାରେ ବିରଳ ପ୍ରଜାତିର ସାମୁଦ୍ରିକ ହର୍ଲି କଙ୍କଡ଼ାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶେଷକରି...

ରାସ୍ତାରେ ଧାନ ଗଦା କରି ଚାଷୀଙ୍କ ଆନ୍ଦୋଳନ

ପଦ୍ମପୁର,୧୩।୧: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ମାସ ବିତିଯାଇଛି । ତେବେ ଜିଲାର ପଦ୍ମପୁର ଉପଖଣ୍ଡର ବିଭିନ୍ନ ମଣ୍ଡିରେ ଏହି ପ୍ରକ୍ରିୟା ଶୀଥିଳ...

‘କାଳିଆ’ ଲାଗି ବ୍ୟୟବରାଦ ବଢ଼ିଲା, ଉପକୃତ ହେବେ ୩୨.୩୪ଲକ୍ଷ କୃଷକ ପରିବାର

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟ ସରକାର ‘କାଳିଆ’ ଯୋଜନା ଲାଗି ଅଧିକ ବ୍ୟୟବରାଦ କରିଛନ୍ତି।  ଯୋଜନା ଲାଗି ଅଧିକ ୩୨୩୪ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଏହାଫଳରେ ୩୨.୩୪...

ବାଲିମେଳା ଜଳଭଣ୍ଡାରରେ ବୁଡ଼ିଗଲା ଯାତ୍ରୀବାହୀ ଡଙ୍ଗା

ମାଲକାନଗିରି,୧୯।୫: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବାଲିମେଳା ଜଳଭଣ୍ଡାରରେ ବୁଧବାର ଏକ ଯାତ୍ରୀବାସୀ ଦେଶୀ ଡଙ୍ଗା ବୁଡି ଯାଇଛି। ଫଳରେ ମହିଳା ଓ ଶିଶୁଙ୍କ ସମେତ ୩...

ଡ୍ୟାନ୍ସ ବାର୍‌ ଖୋଲିବାକୁ ମିଳିଲା ଅନୁମତି

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଦୀର୍ଘ ୨ ବର୍ଷ ପରେ କୋହଳ ହେଲା କଟକଣା। ମହାମାରୀ କରୋନାକୁ ନେଇ ଡ୍ୟାନ୍ସ ବାର୍‌ ଉପରେ ଲାଗୁ ହୋଇଥିବା କଟକଣାକୁ ଶେଷରେ କୋହଳ...

ପିପିଲି ଉପନିର୍ବାଚନ ସ୍ଥଗିତ

ଭୁବନେଶ୍ୱର,୧୪।୪: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଯୋଗୁ ପିପିଲି ଉପର୍ନିବାଚନ ସ୍ଥଗିତ ହୋଇଛି। ଏନେଇ ଜିଲା ରିଟର୍ନିଂ ଅଫିସର ତଥା ପୁରୀ ଅତିରିକ୍ତ ଜିଲାପାଳ...

Advertisement
Archives

Model This Week