ରାଜ୍ୟବାସୀଙ୍କୁ ରଙ୍ଗର ପର୍ବ ହୋଲି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଆଜି ରଙ୍ଗର ପର୍ବ ହୋଲି । ପ୍ରେମ, ଭାଇଚାରାର ପର୍ବ ହୋଲିରେ ଛୋଟରୁ ବଡ ସମସ୍ତେ ଜଣେ ଅନ୍ୟ ଜଣଙ୍କୁ ରଙ୍ଗ ଅବିର ଲଗାଇ ଶୁଭେଚ୍ଛା ଜଣାଉଛନ୍ତି। ଏହି ଆନନ୍ଦର ପର୍ବ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ । ସମସ୍ତ କୋଭିଡ୍‌ ନିୟମ ପାଳନ କରି ଉତ୍ସବରେ ସାମିଲ ହୁଅନ୍ତୁ। ସମସ୍ତେ ସୁସ୍ଥ ରୁହନ୍ତୁ ଓ ଖୁସିରେ ରୁହନ୍ତୁ। ଏହା ସହ ଏକ ଭିଡିଓ କ୍ଲିପ୍‌ ମଧ୍ୟ ଜାରି କରିଛନ୍ତି। ଯେଉଁଥିରେ ସେ କହୁଛନ୍ତି , ନମସ୍କାର ପ୍ରିୟ ଭାଇ ଓ ଭଉଣୀମାନେ, ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ଆପଣମାନଙ୍କୁ ମୋର ବହୁତ ବହୁତ ଶୁଭେଚ୍ଛା ।

 


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ହସ୍ପିଟାଲରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri