ରାଜ୍ୟବାସୀଙ୍କୁ ରଙ୍ଗର ପର୍ବ ହୋଲି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଆଜି ରଙ୍ଗର ପର୍ବ ହୋଲି । ପ୍ରେମ, ଭାଇଚାରାର ପର୍ବ ହୋଲିରେ ଛୋଟରୁ ବଡ ସମସ୍ତେ ଜଣେ ଅନ୍ୟ ଜଣଙ୍କୁ ରଙ୍ଗ ଅବିର ଲଗାଇ ଶୁଭେଚ୍ଛା ଜଣାଉଛନ୍ତି। ଏହି ଆନନ୍ଦର ପର୍ବ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ । ସମସ୍ତ କୋଭିଡ୍‌ ନିୟମ ପାଳନ କରି ଉତ୍ସବରେ ସାମିଲ ହୁଅନ୍ତୁ। ସମସ୍ତେ ସୁସ୍ଥ ରୁହନ୍ତୁ ଓ ଖୁସିରେ ରୁହନ୍ତୁ। ଏହା ସହ ଏକ ଭିଡିଓ କ୍ଲିପ୍‌ ମଧ୍ୟ ଜାରି କରିଛନ୍ତି। ଯେଉଁଥିରେ ସେ କହୁଛନ୍ତି , ନମସ୍କାର ପ୍ରିୟ ଭାଇ ଓ ଭଉଣୀମାନେ, ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ଆପଣମାନଙ୍କୁ ମୋର ବହୁତ ବହୁତ ଶୁଭେଚ୍ଛା ।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ମଲ୍‌ରୁ ୫୦ ହଜାର ଟଙ୍କାର ସାମଗ୍ରୀ ନେଇଗଲେ ମହିଳା

ଭୁବନେଶ୍ୱର, ୭ା୮(ବ୍ୟୁରୋ) – ଶପିଂ ମଲ୍‌ରେ ପଶି ମନଇଚ୍ଛା ୫୦ହଜାର ଟଙ୍କାର ସାମଗ୍ରୀ ବାଛିଲେ। ପେମେଣ୍ଟ ନ କରି ପଳାଉଥିବାବେଳେ କର୍ମଚାରୀମାନେ ଅଟକାଇଲେ। ହେଲେ ସେ...

ଉଜୁଡ଼ିଲା ଧାନଚାଷ, ହାତ ଟେକିଦେଲା ବିଭାଗ

ଜଗତ୍‌ସିଂହପୁର ଅଫିସ, ୧୯ା୧୧:ଜଗତ୍‌ସିଂହପୁର ଜିଲାରେ ନିମ୍ନମାନର ବିହନକୁ ନେଇ ଚାଷୀ ବିଭିନ୍ନ ସମୟରେ କ୍ଷତିଗ୍ରସ୍ତ ହେଉଥିବା ଅଭିଯୋଗ ହୋଇଆସିଛି। ଏବେ ସାରଳା ଓ ଆର୍‌ଜିଏଲ୍‌-୨୫୩୭ ସରକାରୀ...

ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୭।୧୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ କରାଯାଇଛି। ବରିଷ୍ଠ ଓଏଏସ୍‌ ଅଫିସର ସରିତା ଧନୱରଙ୍କୁ ରାଜ୍ୟ ଯୋଗାଣ ନିଗମର ଜେନେରାଲ ମ୍ୟାନେଜର, ବରିଷ୍ଠ...

କନ୍ୟାଶକ୍ତିକୁ ଚିତ୍ରଣ କଲେ ୨୫ ଚିତ୍ରଶିଳ୍ପୀ

ପୁରୁଣା ଭୁବନେଶ୍ୱର, ୨୨।୧ (ଡି.ଏନ.ଏ.):ଶାନ୍ତିସ୍ତୂପ ଧଉଳି ପାଦଦେଶରେ ଅବସ୍ଥିତ ଧଉଳି ଚାରୁକଳା ମହାବିଦ୍ୟାଳୟଠାରେ ଜାତୀୟ କନ୍ୟା ସନ୍ତାନ ଦିବସ-୨୦୨୦ ଉପଲକ୍ଷେ ରାଜ୍ୟ ସ୍ବାସ୍ଥ୍ୟ ଓ ପବିବାର...

ଓଏଏସ୍‌: ଭଦ୍ରକରୁ ସୁଚିସ୍ମିତା, କେନ୍ଦୁଝରରୁ ଶର୍ମିଷ୍ଠା

ଚାନ୍ଦବାଲି/ କେନ୍ଦୁଝର,୧୦।୧୦ (ଡି.ଏନ.ଏ.) ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ରେ ଭଦ୍ରକରୁ ସୁଚିସ୍ମିତା ଦାସ ଓ କେନ୍ଦୁଝରରୁ ଶର୍ମିଷ୍ଠା ସାହୁ କୃତିତ୍ୱ ହାସଲ ହାସଲ କରିଛନ୍ତି। ଭଦ୍ରକ ଜିଲା...

କରଦାତାଙ୍କୁ କୃତଜ୍ଞତା

ଭୁବନେଶ୍ୱର(ବ୍ୟୁରୋ)/କଟକ/ପୁରୀ ଅଫିସ, ୨୧।୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଆୟକର ବିଭାଗ ପକ୍ଷରୁ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳିତ ହୋଇଛି। ଏହି...

ଆନ୍ଧ୍ରପ୍ରଦେଶ ଗସ୍ତରେ କେନ୍ଦ୍ରମନ୍ତ୍ରୀ: ତୈଳ ଓ ଗ୍ୟାସ ପ୍ରକଳ୍ପରେ କରାଯିବ ବିପୁଳ ପୁଞ୍ଜିନିବେଶ: ଧର୍ମେନ୍ଦ୍ର

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଆନ୍ଧ୍ରପ୍ରଦେଶରେ ଆଗାମୀ ୫ବର୍ଷରେ ବିଭିନ୍ନ ପ୍ରକଳ୍ପ ପାଇଁ ବିପୁଳ ପୁଞ୍ଜିନିବେଶ କରିବାର ଯୋଜନା ରଖିଛି।...

ଜାଳେଣିକାଠ ଆଣିବାକୁ ଯାଇଥିବାବେଳେ ବୃଦ୍ଧାଙ୍କୁ ଟାଣିନେଲା ମହାବଳ

ନୂଆପଡ଼ା ଅଫିସ,୨୦।୧: ନୂଆପଡ଼ା ଜିଲା ସୁନାବେଡ଼ା ଅଭୟାରଣ୍ୟ ଅଧୀନ କୋମନା ଥାନା ସୋସେଙ୍ଗ ପଞ୍ଚାୟତ ଜଳମଡେଇ ଗାଁରେ ଜଣେ ବୃଦ୍ଧାଙ୍କୁ ମହାବଳ ବାଘ ଟାଣିନେଇ ଖାଇ...

Advertisement
Archives

Model This Week