ଓଡ଼ିଶା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୪(ବ୍ୟୁରୋ): ଆଜି ଓଡ଼ିଶା ଦିବସ। ସାରା ରାଜ୍ୟବାସୀ ଏହି ଦିନଟିକୁ ବେଶ୍‌ ଉତ୍ସାହର ସହ ପାଳନ କରୁଛନ୍ତି। ଏହି ଦିବସରେ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଆସନ୍ତୁ ଓଡ଼ିଆ ଜାତିର ସ୍ବାଭିମାନକୁ ବଜାୟ ରଖିବା ସହ ଓଡ଼ିଶାର ସମୃଦ୍ଧି ପାଇଁ ଆମର ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବା। ବନ୍ଦେ ଉତ୍କଳ ଜନନୀ।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?