ରାଜ୍ୟବାସୀଙ୍କୁ ଦୋଳପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ଉତ୍ସବମୁଖର ହୋଇଛି ଗାଁଠୁ ସହର। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଦୋଳଗୋବିନ୍ଦଙ୍କ ଅପାର କୃପା ଓ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଭରିଦେଉ।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?