ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ: ବାତ୍ୟା ମୁକାବିଲା ପାଇଁ ୨ ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍‌’ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ରାଜ୍ୟ ସରକାର ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କରିଥିବା ନେଇ ବୈଠକ ପରେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ଏହି ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ବିଶେଷକରି ବାତ୍ୟାକୁ ସମ୍ଭାଳି ପାରୁଥିବା ବିଦ୍ୟୁତ୍‌ ବ୍ୟବସ୍ଥା ଦାବି କରିଥିଲେ। ଏଥିପାଇଁ ଉନ୍ନତ ଟେକ୍ନୋଲୋଜି ଓ ଅଣ୍ଡରଗ୍ରାଉଣ୍ଡ କେବୁଲିଂ ବ୍ୟବସ୍ଥା ଦାବି କରାଯାଇଛି। ସେହିଭଳି ଉପକୂଳର ସୁରକ୍ଷା ପାଇଁ ଦୀର୍ଘକାଳୀନ ବ୍ୟବସ୍ଥା କରିବାକୁ ଦାବି କରିଥିଲେ। ୭/୮ ମିଟର ପର୍ଯ୍ୟନ୍ତ ଜୁଆର ଉଠୁଥିବାରୁ ତାର ଦୀର୍ଘସ୍ଥାୟୀ ବ୍ୟବସ୍ଥା କରାଯାଉ ବୋଲି ଦାବି କରିଥିଲେ ବୋଲି ଏସ୍‌ଆର୍‌ସି କହିଛନ୍ତି। ଏହାଛଡ଼ା ବାତ୍ୟା ନେଇ ରାଜ୍ୟ ସରକାର ବର୍ତ୍ତମାନ ଆଉ କିଛି ଦାବି କରି ନାହାନ୍ତି। ଏହା ଯାହା ଦରକାର ଆମେ ତାକୁ ମ୍ୟାନେଜ କରିନେବୁ। ଆଗାମୀ ୭ ଦିନ ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ଦେବା ନେଇ ଜଣାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri