ଢେଙ୍କାନାଳରେ ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ ଅଫିସ,୨୦ା୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶନିବାର ଢେଙ୍କାନାଳ ଗସ୍ତରେ ଆସି ମିନି ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି କାର୍ଡ ବଣ୍ଟନ କରିଥିଲେ। ଏଥିସହିତ ୮୮୦ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପଣ କରିଛନ୍ତି। ଏହି ଯୋଜନା ସମଗ୍ରଦେଶ ପାଇଁ ଏକ ମାଇଲଖୁଣ୍ଟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ପୂର୍ତ୍ତ, ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ କୁମାର ମଲିକ, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ଏମ୍‌ପି ମହେଶ ସାହୁ, ବିଧାୟକ ସୁଧୀର କୁମାର ସାମଲ, ଡା. ନୃସିଂହ ଚରଣ ସାହୁ, ବିଧାୟିକା ସୀମାରାଣୀ ନାୟକ, ଏବଂ ୫-ଟି ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri