ଡଙ୍ଗାବୁଡ଼ି ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା

ଭୁବନେଶ୍ୱର,୨୭ା୪(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ଆଳିରେ ଡଙ୍ଗାବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
କେନ୍ଦ୍ରାପଡ଼ା ଜିଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି।

ମୃତବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଗୁରୁବାର ସନ୍ଧ୍ୟା ସୁଦ୍ଧା ଏହି ଅର୍ଥ ତାଙ୍କ ପରିବାରକୁ ଦେବା ପାଇଁ ସେ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri