ପ୍ରଧାନମନ୍ତ୍ରୀଙ୍କ ମା’ଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଦେହାନ୍ତ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ନବୀନ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ତାଙ୍କର ଗଭୀର ସମବେଦନା ଜଣାଇଛନ୍ତି।

ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’ ହୀରାବେନଙ୍କ ଦେହାନ୍ତ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ମୋର ଚିନ୍ତାଧାରା ଏବଂ ପ୍ରାର୍ଥନା ଏହି ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟ ଏବଂ ସାଙ୍ଗମାନଙ୍କ ସହିତ ଅଛି।

ଏପରିକି ଅନ୍ତିମସତ୍କାରରେ ଯୋଗଦେବାକୁ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri