ସାଧାରଣତନ୍ତ୍ର ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୧: ଶୁକ୍ରବାର ରାଜ୍ୟରେ ପାଳନ ହେଉଛି ୭୫ତମ ସାଧାଣରତନ୍ତ୍ର ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ‘ଏକ୍ସ’ ଜରିଆରେ ଲେଖିଛନ୍ତି, ୭୫ତମ ସାଧାଣତନ୍ତ୍ର ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ଏହି ଶୁଭ ଦିନରେ, ଆସନ୍ତୁ କିଛି ସମୟ ପାଇଁ ଆମର ମହାନ ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ରଖିବା, ଯେଉଁମାନେ ଦେଶ ପାଇଁ ନିଃସ୍ବାର୍ଥପର ବଳିଦାନ ଦେଇଛନ୍ତି ଏବଂ ଆମ ସମ୍ବିଧାନରେ ଧାର୍ଯ୍ୟ ହୋଇଥିବା ଆଦର୍ଶକୁ ସମର୍ଥନ କରିବାକୁ ପ୍ରତିଶ୍ରୁତି ପୁନଃପ୍ରମାଣିତ କରନ୍ତୁ ବୋଲି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ଏଫ୍‌ଆଇଏଚ୍ ପ୍ରୋ-ଲିଗ୍‌: ଭାରତୀୟ ଦଳରେ ୫ ଓଡ଼ିଆ, ରୋଶନ କୁଜୁରଙ୍କୁ ପ୍ରଥମ ଥର ସୁଯୋଗ

ରାଉରକେଲା,୬ା୨: ଫେବ୍ରୁଆରୀ ୧୦ରୁ ୧୫ ପର୍ଯ୍ୟନ୍ତ ରାଉରକେଲାର ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଏଫ୍‌ଆଇଏଚ୍ ପ୍ରୋ-ଲିଗ୍ (ପୁରୁଷ) ପାଇଁ ହକି ଇଣ୍ଡିଆ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ…

ରାଜ୍ୟରେ ପୁଣି ବଢ଼ିଲା ଶୀତ: ଆଗାମୀ ୩ ଦିନ କମିବ ପାରଦ, ଏସବୁ ଜିଲାରେ କୁହୁଡ଼ି

ଭୁବନେଶ୍ୱର,୬।୨: ରାଜ୍ୟରେ ଶୀତର ପ୍ରକୋପ ପୁଣି ଥରେ ଅନୁଭୂତ ହେବାକୁ ଲାଗିଛି। ଗତ ଦୁଇ ଦିନ ହେଲା ରାତିର ତାପମାତ୍ରା ହ୍ରାସ ପାଇବା ଫଳରେ ଶୀତ ବଢ଼ିଥିବା…

ରାଇପାହାଡ଼ରେ ଆନ୍ଧ୍ର ନେତା: ଆନ୍ଧ୍ର ଯୋଜନାରେ ସାମିଲ ପାଇଁ ପ୍ରଲୋଭନ

ନନ୍ଦପୁର/ପାଡୁଆ,୬ା୨(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ଗୋଲୁର ପଞ୍ଚାୟତ ରାଇପାହାଡ଼ ଗ୍ରାମରେ ଆନ୍ଧ୍ରପ୍ରଦେଶ ନେତାମାନେ ଗୁରୁବାର ବୈଠକ କରିଛନ୍ତି। ଆନ୍ଧ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri