ପ୍ରଧାନମନ୍ତ୍ରୀଙ୍କ କଥା ମାନିଲେ ମୁଖ୍ୟମନ୍ତ୍ରୀ, କମାଇଲେ ବ୍ୟକ୍ତିଗତ ସୁରକ୍ଷା ଗାଡ଼ି ସଂଖ୍ୟା, ରାଜ୍ୟବାସୀଙ୍କୁ ଆହ୍ବାନ ଦେଇ…

ଭୁବନେଶ୍ୱର,୧୩ା୫: ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର କମ୍‌ କରିବାକୁ ଆହ୍ବାନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ଏହି ଆହ୍ବାନକୁ ସ୍ବାଗତ କରି ତାଙ୍କ ନିଜ ବ୍ୟକ୍ତିଗତ ସୁରକ୍ଷା ପାଇଁ ଯାଉଥିବା ଗାଡ଼ିଗୁଡିକୁ କମ୍‌ କରି ଅଧା କରିଦେଇଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀଙ୍କ ଏହି ଆହ୍ବାନକୁ ଗୁରୁତ୍ୱ ଦେଇ ବ୍ୟକ୍ତିଗତ ଗାଡ଼ିରେ ଯିବାଆସିବା କମ୍‌ କରିବା ସହିତ ଅଧିକ ମାତ୍ରାରେ ପବ୍ଲିକ ଟ୍ରାନ୍ସପୋର୍ଟ ବ୍ୟବହାର କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। କେବଳ ଆବଶ୍ୟକ ସ୍ଥଳରେ ଗାଡ଼ି ବ୍ୟବହାର କରି ଅନାବଶ୍ୟକ ବ୍ୟବହାର ବନ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହା ସହିତ ସୁନା କିଣିବା ଓ ଅନାବଶ୍ୟକ ବିଦେଶଗସ୍ତ ନ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ,୨୭ା୯(କଳ୍ପତରୁ ନାୟକ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ…

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

ପଡ଼ିଆରେ କ୍ରିକେଟ୍‌ ଖେଳୁଥିଲେ ଏଆର୍‌ଆଇ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…

ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍‌ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍‌ଆଇ ପି. ରାଜେଶଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?