ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏହି ୩ ବଡ଼ ପ୍ରତିଶ୍ରୁତି, କହିଲେ…

ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ଜୋର୍‌ଦାର୍‌ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନା ଯଥା ବିଏସ୍‌କେଓ୍ବାଇ  , ମିଶନ ଶକ୍ତି, ଲକ୍ଷ୍ମୀ ବସ୍‌, ମମତା ଯୋଜନା, ୫-ଟିସ୍କୁଲ, ନୂଆ ଓ ଛାତ୍ରବୃତ୍ତି ଏବଂ କାଳିଆ ଯୋଜନାକୁ ନେଇ ଉପସ୍ଥିତ ଜନସାଧାରଣଙ୍କ ମତାମତ ମାଗିଥିଲେ।

ଦେବଗଡ଼ରେ ଥାଇ କାର୍ତ୍ତିକ ପାଣ୍ଡିଆନ ଏବଂ ନବୀନ ପଟ୍ଟନାୟକ ଏକ ଭିଡିଓ ଜରିଆରେ କହିଛନ୍ତି, ଜୁନ୍‌ ୯ରେ ନବୀନ ପଟ୍ଟନାୟକ ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବେ। ମୁଖ୍ୟମନ୍ତ୍ରୀ ୩ଟି ଗୁରୁତ୍ୱପୂର୍ଣ୍ଣ ଫାଇଲରେ ଦସ୍ତଖତ କରିବେ। ପ୍ରଥମ ବିଜୁଳି ବିଲ୍‌ ଛାଡ଼, ଦ୍ବିତୀୟରେ ବିଏସ୍‌କଓ୍ବୋଇ ଯୋଜନାରୁ ବାଦ୍‌ ପଡ଼ିଥିବା ସବୁ ଯୋଗ୍ୟ ହିତାଧିକାରୀଙ୍କୁ ନବୀନ-କାର୍ଡ ଓ ତୃତୀୟରେ ୬୦ ବର୍ଷରୁ ଉଦ୍ଧର୍‌ବ ସବୁ ମିଶନ ଶକ୍ତି ମା’ଙ୍କୁ ପେନ୍‌ସନ୍‌ ମିଳିବ ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁଳିର ଗ୍ୟାରେଣ୍ଟି ଦେଉଛନ୍ତି ନବୀନ ପଟ୍ଟନାୟକ। ଏହା ଶଙ୍ଖଚିହ୍ନର ଗ୍ୟାରେଣ୍ଟି। ଭିଡିଓଟି ଖୁବ୍‌ ଭାଇରାଲ ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri