Advertisement

ରାମନବମୀର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ-ରାଜ୍ୟପାଳ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଆଜି ପବିତ୍ର ରାମନବମୀ। ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳୁଛି ଦେଶ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ରାମନବମୀ ଅବସରରେ ରାଜ୍ୟବାସୀଙ୍କୁ ମୋର ଶୁଭେଚ୍ଛା। ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନକୁ ମଙ୍ଗଳମୟ କରିବା ସହ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରି ଦେଉ। ସେହିଭଳି ରାଜ୍ୟପାଳ ଗଣେଶୀ ଲାଲ ମଧ୍ୟ ରାମନବମୀର ଅଭିନନ୍ଦନ ଜଣାଇଛନ୍ତି । ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରେ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ବୋଲି କାମନା କରିଛନ୍ତି ରାଜ୍ୟପାଳ।


Enter your email to get our daily news in your inbox.

All Right Reserved By Dharitri.Com

୧୧୫ ପୌରାଞ୍ଚଳରେ ଖୋଲିବ ୨୦୫୫ ୱାର୍ଡ କାର୍ଯ୍ୟାଳୟ

ଭୁବେନଶ୍ବର,୩ା୧୨(ବ୍ୟୁରୋ): ରାଜ୍ୟର ୧୧୫ ପୌରାଞ୍ଚଳର ସମସ୍ତ ୨୦୫୫ ୱାର୍ଡରେ ମୌଳିକ ସୁବିଧାକୁ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି। ଆସନ୍ତା ଜାନୁଆରୀ ୨୬ରୁ ଏହି ୱାର୍ଡ କାର୍ଯ୍ୟାଳୟ...

କରୋନା କାଳରେ ସୁଧୁରୁନାହାନ୍ତି ଅମାନିଆ: ୪୪ହଜାର ଜରିମାନା ଆଦାୟ କଲା ଗଞ୍ଜାମ ପୋଲିସ

ବ୍ରହ୍ମପୁର ଅଫିସ , ୩।୭- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ତଦଜନିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ଏବେ ବଢ଼ିବାରେ ଲାଗିଛି...

ଯେତେ ଜବତ, ସେତେ ଭେଜାଲ

ଫୁଡ୍‌ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାଡର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ ଅର୍ଥାତ୍‌ ଭାରତୀୟ ଖାଦ୍ୟ ନିରାପତ୍ତା ଓ ମାନକ କର୍ତ୍ତୃପକ୍ଷ (ଏଫ୍‌ଏସ୍‌ଏସ୍‌ଆଇ) ପକ୍ଷରୁ ଗତ ଜୁଲାଇରେ ୨୦୨୧-୨୨ର...

୧୩,୦୨୦ ଏସ୍‌ସି, ଏସ୍‌ଟି, ଓବିସିଙ୍କୁ ଦକ୍ଷତା ବିକାଶ ତାଲିମ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ୫-ଟି ଉପକ୍ରମରେ ପ୍ରୟାସ ଯୋଜନାର...

୨୦ ବର୍ଷ ପାକିସ୍ତାନ ଜେଲରେ ସଜା କାଟିଲେ ସୁନ୍ଦରଗଡ଼ର ବିରଜୁ

ସୁନ୍ଦରଗଡ,୨।୧୧(ଡି.ଏନ୍‌.ଏ)-୨୫ବର୍ଷ ଧରି ନିଖୋଜ ଥିବା ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ କଟଙ୍ଗ ଜଙ୍ଗାଟୋଲିର ବିରଜୁ କୁଲୁ ପାକିସ୍ତାନ ଜେଲରେ ୨୦ବର୍ଷ ଧରି ସଜା କାଟି ସାରିବା...

ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ

ଭୁବନେଶ୍ୱର,୬।୬(ବ୍ୟୁରୋ): ବିକାଶ ନାଁରେ  ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା...

‘ସୁନନ୍ଦା ସମ୍ମାନ’କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର, ୨୩ା୧୦ (ବ୍ୟୁରୋ) :ଶାସ୍ତ୍ରୀୟ ସଙ୍ଗୀତରେ ଉତ୍କର୍ଷ ଲାଗି ରାଜ୍ୟର ଜଣେ ବିଶିଷ୍ଟ ଶାସ୍ତ୍ରୀୟ ସଙ୍ଗୀତଜ୍ଞଙ୍କୁ ‘ସୁନନ୍ଦା ସମ୍ମାନ’ ମିଳିବ। ବିଶିଷ୍ଟ ସଙ୍ଗୀତ ଗୁରୁ ସ୍ବର୍ଗତ...

ପ୍ରେମିକାଙ୍କ ସହ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି ପ୍ରେମିକ ଗିରଫ

ବାରିପଦା ଅଫିସ,୨୫।୯- ମୟୁରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧିନ ଧନପୁର ଅଞ୍ଚଳର ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ସହ ବିତାଇଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ...

Advertisement
Archives

Model This Week