ରାଜ୍ୟବାସୀଙ୍କୁ ଗଣେଶ ଚତୁର୍ଥୀରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩୧।୮(ବ୍ୟୁରୋ): ଆଜି ପବିତ୍ର ଗଣେଶ ଚତୁର୍ଥୀ। ଦୁଇ ବର୍ଷ କରୋନା କଟକଣା ପରେ ଭକ୍ତଙ୍କ ଗହଣରେ ଆଜି ପ୍ରଭୁ ଶ୍ରୀ ଗଣେଶ ପୂଜା ପାଉଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,‘ପବିତ୍ର ଗଣେଶ ଚତୁର୍ଥୀ ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ସିଦ୍ଧିବିନାୟକ ପ୍ରଭୁ ଶ୍ରୀ ଗଣେଶଙ୍କ ଅପାର କରୁଣାରୁ ପ୍ରତ୍ୟକଟି ଜୀବନ ସୁଖ ଓ ମଙ୍ଗଳମୟ ହେଉ।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଇଁ ଏପ୍ରିଲରୁ ଆଧାର ଜରୁରୀ

ଭୁବନେଶ୍ୱର,୨ା୧(ବ୍ୟୁରୋ) : ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନ ପାଇବାକୁ ଓ ଧାନ ବିକିବା ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଏବେ ଜାତୀୟ ସାମାଜିକ ସହାୟତା...

ବାର୍ଡ ଫ୍ଲୁ ସନ୍ଦେହ: ବିଦେଶାଗତ ପକ୍ଷୀଙ୍କ ନମୁନା ସଂଗ୍ରହ

ବାଲୁଗାଁ, ୨୮।୧(ଡି.ଏନ.ଏ ): ଭୁବନେଶ୍ୱରରେ ବାର୍ଡ଼ ଫ୍ଲୁ ଭୁତାଣୁ ଚିହ୍ନଟ ହେବାପରେ ଚିଲିକାରେ ବିଦେଶୀ ପକ୍ଷୀଙ୍କୁ ବ୍ୟାପିବା ଆଶଙ୍କା ନେଇ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ତତ୍ପରତା...

ଓଡ଼ିଆ ଚଳଚ୍ଚିତ୍ର ପତ୍ରିକାକୁ ନେଇ ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର,୧୯ା୨(ବ୍ୟୁରୋ):ଓଡ଼ିଶାରେ ଆରମ୍ଭରୁ ଏ ପର୍ଯ୍ୟନ୍ତ ପ୍ରକାଶିତ ହୋଇଥିବା ଚଳଚ୍ଚିତ୍ର ପତ୍ରିକାଗୁଡ଼ିକର ପ୍ରଚ୍ଛଦ ପ୍ରଦର୍ଶନୀ ପ୍ରଥମ ଥର ପାଇଁ ରାଜ୍ୟ ଅଭିଲେଖାଗାର ଦ୍ୱାରା ଆୟୋଜିତ ହୋଇଛି। ପୁରୁଣା...

ଅରଣ୍ୟ ସଂସ୍କୃତିରେ ଭାରତୀୟ ଜୀବନାଦର୍ଶ, ଜୀବନବୋଧ ମାର୍ଗ ରହିଛି

ଭୁବନେଶ୍ୱର, ୧୯ା୧୧ (ବ୍ୟୁରୋ): ଅରଣ୍ୟ ସଂସ୍କୃତିରେ ଭାରତୀୟ ଜୀବନାଦର୍ଶ ଓ ଜୀବନବୋଧର ମାର୍ଗ ରହିଛି। ଯିଏ ଏହି ସଂସ୍କୃତିରେ ବିକୃତି ଆଣିବାକୁ ଚେଷ୍ଟା କରିଛି ସେ...

ହଟ୍ଟଗୋଳରେ ଖର୍ଚ୍ଚ ଦାବି ପାରିତ

ଭୁବନେଶ୍ୱର, ୧୦ା୧୨(ବ୍ୟୁରୋ): ଥମୁନି ମମିତା ମେହର ହତ୍ୟାକାଣ୍ଡ ତାତି କି ସ୍ବାଭାବିକ ହୋଇପାରୁନି ବିଧାନସଭା। ଦୀର୍ଘ ୭ଦିନ ଧରି ଗୃହରେ ଅଚଳାବସ୍ଥା ଲାଗି ରହିଥିବାବେଳେ ଗୁରୁବାର...

ପୋଲିସ କର୍ମଚାରୀଙ୍କୁ କରୋନା: ଟୁଇଟ୍‌ କରି ସୂଚନା ଦେଲା କମିଶନରେଟ ପୋଲିସ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଭୁବନେଶ୍ୱରର ଜଣେ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।...

ନିଉତା ବାଣ୍ଟିଲେ ହନୁମାନ

ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ...

୧୦ଦିନ ହେଲା ସ୍କୁଲରେ ତାଲା

ଠାକୁରମୁଣ୍ଡା,୬ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଶାଳଚୁଆ ପଞ୍ଚାୟତର କରଡ଼ାପାଳ ପ୍ରାଥମିକ ବିଦ୍ୟାଳୟରେ ଆଜିକୁ ୧୦ଦିନ ହେବ ତାଲା ପକାଇ ଗ୍ରାମବାସୀ ଆନ୍ଦୋଳନ କରିଛନ୍ତି।...

Advertisement
Archives

Model This Week