୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି।

ଏହି ନୂତନ ପଦବୀ ଗୁଡିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନଷ୍ଟେବଳ-୧୫୪, ଇନ୍ସପେକ୍ଟର (WT)-୧, ସବ୍‌ଇନ୍ସପେକ୍ଟର (WT)-୨, ହାବିଲଦାର (WT)-୪, କନଷ୍ଟେବଳ(WT)-୧୩, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟା୍‌ଫ ନର୍ସ-୧। ଏହିପରି ପ୍ରତ୍ୟେକ ବାଟାଲିଅନରେ ୨୨୧ ଜଣ କର୍ମଚାରୀ ଓ ଅଧିକାରୀ ନିୟୋଜିତ ହେବେ।

ଏହାସହିତ ପ୍ରତ୍ୟେକ ବାଟାଲିଅନରେ ବିଭିନ୍ନ ସହାୟକ କାର୍ଯ୍ୟ ପାଇଁ ୪୪ଟି ପଦବୀ ସୃଷ୍ଟି କରାଯାଇଛି, ଯାହାକି ଆଉଟ ସୋର୍ସିଂ ଜରିଆରେ ପୂରଣ କରାଯିବ। ୩ଟି ବାଟାଲିଅନ ପାଇଁ ୧୩୨ଟି ଆଉଟ ସୋର୍ସିଂ ପଦବୀ ସୃଷ୍ଟି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri