ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଅନୁମୋଦନ କରିଛନ୍ତି। ଓଡ଼ିଶାର ହସ୍ତତନ୍ତ ବୁଣାକାର ସମ୍ପ୍ରଦାୟଙ୍କ ଜୀବନ, ସଂଘର୍ଷ, ସହନଶୀଳତା ଓ ସଫଳତା ଉପରେ ଆଧାରିତ ଏହି ଚଳଚ୍ଚିତ୍ର ୨୦୨୬ ମେ ୧୫ରେ ମୁକ୍ତିଲାଭ କରିଛି। ଓଡ଼ିଶାର ମହାନ୍‌ ପାରମ୍ପରିକ ଐତିହ୍ୟ ଓ କାରିଗରି କୌଶଳକୁ ଏହି ଚଳଚ୍ଚିତ୍ର ମାଧ୍ୟମରେ ନିଚ୍ଛକ ଭାବେ ପ୍ରଦର୍ଶିତ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଏହାକୁ କରମୁକ୍ତ କରିବା ପାଇଁ ନିଷ୍ପତ୍ତି ନେବା ସହ ଏନେଇ ପଦକ୍ଷେପ ଗ୍ରହଣ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

ବନ୍ଧୁକ ମୁନରେ ଯୁବତୀଙ୍କୁ ବଳାତ୍କାର ମାମଲା: ଗପ ଶୁଣାଉଛି ପୋଲିସ

ଭୁବନେଶ୍ୱର,୪।୧୦ (ତ୍ରିନାଥ ମହାନ୍ତି): ନୟାପଲ୍ଲୀ ବେହେରାସାହି ବନ୍ଧୁକ ମୁନରେ ବଳାକତ୍ାର ମାମଲାରେ ଅଭିଯୁକ୍ତ ସନ୍ତୋଷ ପଣ୍ଡା ଓରଫ ଶ୍ରୀଧରଙ୍କୁ ପୋଲିସ ଗୁଳି କରିିବା ଘଟଣା ଏବେ ସାଧାରଣରେ…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?