ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ଭେଟେରାନ ନେତା, ପୂର୍ବତନ ମନ୍ତ୍ରୀ ତଥା ପିପିଲିର ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ ମହାରଥୀଙ୍କୁ ବିଜୁ ଜନତା ଦଳର ଜଣେ ପ୍ରତିଷ୍ଠିତ ତଥା ବିଜୁ ବାବୁଙ୍କର ଦୀର୍ଘଦିନର ସହଯୋଗୀ ବୋଲି କହିଛନ୍ତି। ତାଙ୍କର ଅତୁଳନୀୟ ସଂଗଠନ କ୍ଷମତା ପାଇଁ ସେ କ୍ରମାଗତ ଭାବରେ ୭ଥର ପିପିଲିରୁ ଜିତିଥିଲେ। ସେ ଲୋକମାନଙ୍କର ପ୍ରକୃତ ନେତା ଥିଲେ। ଏଥିସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ଏବଂ ପିପିଲିବାସୀଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ରାଜ୍ୟପାଳ ଗଣେଶୀ ଲାଲ୍‌ ମଧ୍ୟ ପ୍ରଦୀପ ମହାରଥୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଶୋକ ବାର୍ତ୍ତାରେ କହିଛନ୍ତି, ସ୍ବର୍ଗତଃ ମହାରଥୀଙ୍କ ବିୟୋଗରେ ସେ ଗଭୀର ମର୍ମାହତ। ଠିକ୍‌ ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି ଯେ, ପ୍ରଦୀପ ମହାରଥୀ ରାଜ୍ୟ ରାଜନୀତିର ଜଣେ ଚର୍ଚ୍ଚିତ ଚେହେରା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri