କୋଟିଆର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୯ଟି ପ୍ରକଳ୍ପର ଶୁଭାରମ୍ଭ

କୋରାପୁଟ, ୫।୨(ସ୍ବ.ପ୍ର): କୋରାପୁଟ ଜିଲା ସୀମାନ୍ତ କୋଟିଆ ପଞ୍ଚାୟତର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀ ଶୁକ୍ରବାର ଭିଡିଓ କନ୍‌ଫରେନି୍ସଂ ମାଧ୍ୟମରେ ପ୍ରାୟ ୧୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ୯ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତିି ା ଏଥିମଧ୍ୟରେ ୧୩ କୋଟି ଟଙ୍କାର ମାଡକାର ରାସ୍ତା, ହସ୍ପିଟାଲ, ଛାତ୍ରାବାସ ଆଦି ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ହୋଇଥିବାବେଳେ ୫ କୋଟି ଟଙ୍କାର ଗୋଟିଏ ଉଚ୍ଚ ବ୍ରିଜ ନିର୍ମାଣ ନେଇ ଭିତିପ୍ରସ୍ତର ସ୍ଥାପନ କରି ଦୀର୍ଘ ୭୦ ଦଶନ୍ଧି ପରେ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି । ସେହିପରି କୋଟିଆ ବିକାଶ ନେଇ ବର୍ତ୍ତମାନ ୧୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ଯାହାଦ୍ୱାରା ଏହି ଅଞ୍ଚଳର ଆଦିବାସୀଙ୍କ ବିକାଶ ସ୍ରୋତରେ ସାମିଲ ହେବା ସହ ସେମାନଙ୍କ ଜୀବନ ଜୀବୀକା ସୁରକ୍ଷିତ ରହିପାରିବ ।
ପୂର୍ବାହ୍ନ ୧୧ଟା ୪୫ ମିନିଟରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଉପରୋକ୍ତ ପ୍ରକଳ୍ପଗୁଡିକର ଶୁଭାରମ୍ଭ କରିଥିଲେ । ଜିଲାପାଳ ମଧୁସୁଧନ ମିଶ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ପଦ୍ମିନୀ ଦିଆନ, କୋରାପୁଟ ବିଧାୟକ ରଘୁରାମ ପଡାଲ, ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନି , ପଟ୍ଟାଙ୍ଗି ବିଧାୟକ ପ୍ରୀତମ ପାଢି, ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ଇଶ୍ୱର ଚନ୍ଦ୍ର ପାଣିଗ୍ରାହୀ, ଜିଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟ୍ଟୁପାଲି, ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗି, ଝିନ ହିକ୍‌କା, ପିଡିଡିିଆରଡିଏ ପ୍ରବୀର ନାୟକଙ୍କ ସମେତ ସ୍ଥାନୀୟ ସରପଞ୍ଚ, ବିଡିଓ ଓ ଅନ୍ୟ ଅଧିକାରୀ ଓ ହଜାର ହଜାର ସ୍ଥାନୀୟ ବାସିନ୍ଦା ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?