ପାଚିକା-ସହାୟିକାଙ୍କ ପାରିଶ୍ରମିକ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, କାର୍ଯ୍ୟକାଳ ମଧ୍ୟରେ ଦେହାନ୍ତ ହେଲେ ମିଳିବ ୧ ଲକ୍ଷ ଟଙ୍କା

ଭୁବନେଶ୍ୱର,୧୭ା୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଯୋଜନାରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ ରାଶି ୧,୪୦୦ ଟଙ୍କାରୁ ୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହା ଦ୍ୱାରା ରାଜ୍ୟର ମୋଟ୍‌ ୫୫ ହଜାର ସ୍କୁଲରେ କାମ କରୁଥିବା ପାଚିକା ଓ ସହାୟିକା ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୭୪ କୋଟି ଟଙ୍କା ଖର୍ଚ୍ଚ କରିବେ।

ଏହା ସହିତ ପାଚିକା ଏବଂ ସହାୟିକା ଯଦି ସେମାନଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁବରଣ କରନ୍ତି, ତେବେ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ମଧ୍ୟ ପ୍ରଦାନ କରାଯିବ।
ଏହି ନିଷ୍ପତ୍ତି ଫଳରେ ରାଜ୍ୟର ୫୫ ହଜାର ବିଦ୍ୟାଳୟରେ କାମ କରୁଥିବା ୧ ଲକ୍ଷ ୧୦ ହାଜର ପାଚିକା ଓ ସହାୟିକା ଉପକୃତ ହେବେ। ଏହି ବର୍ଦ୍ଧିତ ପାରିଶ୍ରମିକ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଇରାନରେ ଆସିଲା ବଡ଼ଧରଣର ଭୂକମ୍ପ: ଲୋକେ ଭୟଭୀତ

ଓ୍ବାଶିଂଟନ୍‌,୩।୩: ଆମେରିକା-ଇସ୍ରାଏଲ ଆକ୍ରମଣ ମଧ୍ୟରେ ଇରାନରେ ଭୂକମ୍ପ ହୋଇଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ (USGS) ଅନୁଯାୟୀ, ଦକ୍ଷିଣ ଇରାନର ଗେରାଶ ଅଞ୍ଚଳରେ ୪.୩ ତୀବ୍ରତାର ଏକ ଭୂକମ୍ପ…

ସ୍କୁଲ ହଷ୍ଟେଲରେ ଆଖିବୁଜିଲେ ଛାତ୍ରୀ: ସାଂଘାତିକ ଅଭିଯୋଗ ଆଣିଲେ ପରିବାର

ରାୟଗଡା,୩/୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ହଷ୍ଟେଲରେ ରହି ପାଠ ପଢୁଥିବା ଜଣେ ଛାତ୍ରୀଙ୍କ ମୃତ୍ୟୁ…

ରାଜ୍ୟସଭା ନିର୍ବାଚନ: ବୈଠକକୁ କାହିଁକି ଆସିଲେନି କଂଗ୍ରେସର ୨ ବିଧାୟକ, କହିଲେ…

ଭୁବନେଶ୍ୱର,୩।୩: କାହିଁକି ବିଧାୟକ ବୈଠକରେ ପହଞ୍ଚି ପାରିଲେନି ସାନଖେମୁଣ୍ଡି ବିଧାୟକ ରମେଶ ଜେନା କହିଲେ କାରଣ । ସେ କହିଛନ୍ତି, ପୂର୍ବ ସ୍ଥିରୀକୃତ କାର୍ଯ୍ୟ ପାଇଁ ବିଳମ୍ବ…

ଭାରତ ପାଇଁ ରୁଷିଆ ସାଜିବ ସଙ୍କଟମୋଚକ! ତୈଳ ସଙ୍କଟ ମଧ୍ୟରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୩।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଆଉ ତିନୋଟି ରାଷ୍ଟ୍ର ମଧ୍ୟରେ ସୀମିତ ନାହିଁ। ଏହା ସମଗ୍ର ମଧ୍ୟପ୍ରାଚ୍ୟରେ ବ୍ୟାପିଛି। ୟୁରୋପରୁ ଗୁରୁତ୍ୱପୂର୍ଣ୍ଣ ସ୍ବର…

ରୁଷିଆ ଏବେବି ଭାରତର ସବୁଠାରୁ ବଡ଼ ତେଲ ସପ୍ଲାୟର! ଦେଖନ୍ତୁ ସଂଖ୍ୟା

ନୂଆଦିଲ୍ଲୀ,୩।୩: ଯେତେ ଦାବି କରାଯାଉ ଏବଂ ଯେତେ ପ୍ରତିବନ୍ଧକର ଧମକ ଦିଆଯାଉ, ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଭାଙ୍ଗିପାରିବ ନାହିଁ। ଉଭୟ ଦେଶ ପରସ୍ପର ସହିତ…

ଟ୍ରମ୍ପ ନା ନେତାନ୍ୟାହୁ, କାହାପାଇଁ ହେଲା ଯୁଦ୍ଧ, ଜାଣନ୍ତୁ କ’ଣ କହୁଛନ୍ତି ଆମେରିକା-ଇସ୍ରାଏଲ

ଓ୍ବାଶିଂଟନ,୩।୩: ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଜାରି ରଖିଛନ୍ତି। ମଙ୍ଗଳବାର ଆକ୍ରମଣର ଚତୁର୍ଥ ଦିନ। ଇସ୍ରାଏଲ ଏବଂ ଇରାନ ଶନିବାର ମିଳିତ ଭାବରେ ଇରାନ…

ସେଦିନ କଳା ରାତିରେ କ’ଣ ଘଟିଥିଲା, ସାମ୍ନାକୁ ଆସି ଚାଞ୍ଚଲ୍ୟକର ବୟାନ ଦେଲେ ରାହୁଲଙ୍କ ସାଙ୍ଗ ଶିବା

ଭୁବନେଶ୍ୱର,୩।୩: ଜିଜିପି କଲୋନୀ ରାହୁଲ ମହାରଣାଙ୍କ ହତ୍ୟା ଘଟଣାରେ ସାମ୍ନାକୁ ଆସିଲେ ସାଙ୍ଗ ଶିବା। କଳା ରାତିର କଳା କାହାଣୀ କହିଲା ବେଳେ ପୁଣି ତଦନ୍ତକୁ ନେଇ…

ଭାଜପାର ମିଶ୍ରଣ ପର୍ବ କଂଗ୍ରେସ, ବିଜେଡିର ୩ ଶହରୁ ଊର୍ଦ୍ଧ୍ୱ କାର୍ଯ୍ୟକର୍ତ୍ତା ସାମିଲ

ଭବାନୀପାଟଣା,୨ା୩(ଉତ୍ତମ କୁମାର ଦାଶ:) କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲଠାରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଯୁଗଳ କିଶୋର ପୋଡ଼ଙ୍କ ନେତୃତ୍ୱରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri