ସୁନ୍ଦରଗଡ଼ରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲାବାସୀଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହି କାର୍ଡ ବଣ୍ଟନରେ ସୁନ୍ଦରଗଡ ଦ୍ବିତୀୟ ଜିଲା ପାଲଟିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୭ ଜଣ ହିତାଧିକାରୀଙ୍କୁ ହେଲ୍ଥ କାର୍ଡ ବଣ୍ଟନ କରିଥିଲେ। ଏଥିସହିତ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡରେ ୫୮୦.୮୨ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ମଧ୍ୟ କରଛନ୍ତି।

ପ୍ରକାଶ ଯେ, ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ସ୍ବାଧୀନତା ଦିବସ ଅବସରରେ ସ୍ମାର୍ଟ ହେଲ୍ଥ କାର୍ଡ ସଂପର୍କରେ ଘୋଷଣା କରିଥିଲେ। ଏହାପରେ ଅଗଷ୍ଟ ୨୦ ତାରିଖରେ ସେ ମାଲକାନଗିରିରେ ପ୍ରଥମ କରି କାର୍ଡ ବଣ୍ଟନ କରିଥିଲେ।୍‌ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ଯୋଗ ଦେଇ ସ୍ବାସ୍ଥ୍ୟ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରୀମଣ୍ଡଳର ଅନେକ ସଦସ୍ୟ, ବିଧାୟକ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri