ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୮(ବ୍ୟୁରୋ): ସୋମବାର ସମଗ୍ର ଦେଶରେ ୭୬ ତମ ସ୍ବାଧୀନତା ଦିବସ ପାଳନ କରାଯାଉଛି। ଏହି ଅବସରରେ ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ ସ୍ବାଧୀନତା ମହୋତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି। ମହାପୁରୁଷମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଆଜିର ଅଭିଭାଷଣ ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ସେ ତାଙ୍କ ଅଭିଭାଷଣରେ କହିଛନ୍ତି, ଭାରତୀୟ ଭାବେ ଏହି ଦିବସ ପାଳନ କରିବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ୭୫ ପୂର୍ତ୍ତି ଅବସରରେ ଓଡ଼ିଶା ବିକାଶ ପଥରେ ବହୁ ଆଗେଇଛି। ଅନେକ କ୍ଷେତ୍ରରେ ଓଡ଼ିଶା ଦେଶ ପାଇଁ ମାର୍ଗଦର୍ଶକ ପାଲଟିଛି। ଏହି କାର୍ଯ୍ୟକ୍ରମରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ମୋଦି-ରାହୁଲଙ୍କ ମଧ୍ୟରେ ଅଚାନକ ୮୮ ମିନିଟ୍ ଧରି ଚାଲିଲା ବୈଠକ, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ମଧ୍ୟରେ ଏକ ଅଚାନକ ୮୮ ମିନିଟ୍...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri