ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୮(ବ୍ୟୁରୋ): ସୋମବାର ସମଗ୍ର ଦେଶରେ ୭୬ ତମ ସ୍ବାଧୀନତା ଦିବସ ପାଳନ କରାଯାଉଛି। ଏହି ଅବସରରେ ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ ସ୍ବାଧୀନତା ମହୋତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି। ମହାପୁରୁଷମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଆଜିର ଅଭିଭାଷଣ ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ସେ ତାଙ୍କ ଅଭିଭାଷଣରେ କହିଛନ୍ତି, ଭାରତୀୟ ଭାବେ ଏହି ଦିବସ ପାଳନ କରିବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ୭୫ ପୂର୍ତ୍ତି ଅବସରରେ ଓଡ଼ିଶା ବିକାଶ ପଥରେ ବହୁ ଆଗେଇଛି। ଅନେକ କ୍ଷେତ୍ରରେ ଓଡ଼ିଶା ଦେଶ ପାଇଁ ମାର୍ଗଦର୍ଶକ ପାଲଟିଛି। ଏହି କାର୍ଯ୍ୟକ୍ରମରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri