ସୁନ୍ଦରଗଡ଼ ସମେତ ରାଜ୍ୟର ୫ଟି ମେଡିକାଲ କଲେଜ ଓ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୨।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସୁନ୍ଦରଗଡ଼ ସମେତ ରାଜ୍ୟର ୫ଟି ମେଡିକାଲ କଲେଜ ଓ ହସ୍ପିଟାଲକୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ , ଅତିରିକ୍ତ ଜିଲାପାଳ , ସିଡିଏମଓ, ମେଡିକାଲ କଲେଜ ଡିନ୍‌ଙ୍କ ସହିତ ଅନ୍ୟ ଜିଲାସ୍ତରୀୟ ଅଧିକାରୀ ଏବଂ ଶ୍ରମ ଓ କର୍ମଚାରୀ ବୀମା ମନ୍ତ୍ରୀ ସାରଦା ପ୍ରସାଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।
ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ଉଦ୍ଦେଶ୍ୟରେ ସୁନ୍ଦରଗଡ଼ ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ଆଧୁନିକ ଭିତ୍ତିଭୂମିର ନିର୍ମାଣ କରାଯାଇଛି। ୨୦୧୪ ମସିହାରେ ଏନଟିପିସି ପକ୍ଷରୁ ୪୧୭.୭୭ କୋଟି ଟଙ୍କା ବ୍ୟୟରେ ସୁନ୍ଦରଗଡ଼ ଠାରେ ୨୧ ଏକର ଜମିରେ ଏକ ଅତ୍ୟାଧୁନିକ ହସ୍ପିଟାଲ ନିର୍ମାଣ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri