ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଯୋଡିହେଲା ନୂଆ ଅଧ୍ୟାୟ, ସମ ଶୀତଳାପଲ୍ଲୀ କ୍ୟାମ୍ପସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୪।୨: ସମ ହସ୍ପିଟାଲ ଶୀତଳାପଲ୍ଲୀ କ୍ୟାମ୍ପସକୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ସମ ହସ୍ପିଟାଲର ଏହି ମଲ୍ଟି ସୁପର ସ୍ପେସିଆଲିଟି ହସ୍ପିଟାଲ୍କୁ ବସନ୍ତ ପଞ୍ଚମୀ ତିଥିରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି । ଏହି ଲୋକାର୍ପଣ ଉତ୍ସବରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ରହିଛନ୍ତି। ଏହା ସହ ସୋଆ ପ୍ରତିଷ୍ଠାତା ପ୍ରଫେସର ଡକ୍ଟର ମନୋଜ ରଞ୍ଜନ ନାୟକ ମଧ୍ୟ ଉପସ୍ଥିତ ରହିଛନ୍ତି । ଉତ୍ତମ ତଥା ଅତ୍ୟାଧୁନିକ ସ୍ବାସ୍ଥ୍ୟ ସେବା ପ୍ରଦାନ ଲକ୍ଷ୍ୟରେ ବ୍ରହ୍ମପୁର ନିକଟ ଶୀତଳାପଲ୍ଲୀ ଠାରେ ସମ ହସ୍ପିଟାଲର ତୃତୀୟ କ୍ୟାମ୍ପସ ଆରମ୍ଭ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

ବୈଠକ ପୂର୍ବରୁ ସରକାରଙ୍କୁ ଅଲ୍ଟିମେଟମ ଦେଲା CJP, ରଖିଲା ଏହି ବଡ଼ ସର୍ତ୍ତ

ନୂଆଦିଲ୍ଲୀ,୨୫।୭: CJP ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ କ୍ଷତିପୂରଣ ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ପ୍ରସଙ୍ଗ ସମ୍ପର୍କରେ ସଂଗଠନ ଆଜି (ଶନିବାର) ଏକ ଲିଖିତ ଚୁକ୍ତି…

ଚତୁର୍ଥୀ ରାତିରେ ଚାଲିଗଲା ବବଲୁଙ୍କ ଜୀବନ: ସକାଳୁ ସକାଳୁ ଜଣାପଡ଼ିଲା କାରଣ

ଲକ୍ଷ୍ନୌ,୨୫।୭: ଉତ୍ତର ପ୍ରଦେଶର ବଦାଉଁ ଜିଲାର ଉଘାଇତି ଥାନା ଅଞ୍ଚଳରେ ଅବସ୍ଥିତ ରିଓନାଇ ଗାଁରେ ବିବାହ ଉତ୍ସବର କିଛି ଘଣ୍ଟା ମଧ୍ୟରେ ଶୋକର ଛାୟା ଖେଲିଯାଇଛି। କନ୍ୟାକୁ…

ଯୁବପିଢ଼ିଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ RSS ମୁଖ୍ୟ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଆମ୍ବେଦକର ଭବନରେ ବିଶ୍ୱମଙ୍ଗଳ୍ୟ ସଭା ଦ୍ୱାରା ଆୟୋଜିତ ‘ଯୁଗାନୁକୂଳ ମାତୃତ୍ୱ’ କାର୍ଯ୍ୟକ୍ରମରେ ଭାଷଣ ଦେଇ ସଂଘ ମୁଖ୍ୟ ମୋହନ ଭାଗବତ ଯୁବପିଢ଼ି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri