ମା’ ସମଲେଶ୍ବରୀଙ୍କ ଭବ୍ୟ ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର,୨୭।୧(ବି.ଶଙ୍କର): ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପରିକ୍ରମା ପ୍ରକଳ୍ପ ଶନିବାର ଲୋକାର୍ପିତ ହୋଇଛି। ଏହି ଭବ୍ୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି।
ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନରେ ଜମାଦାରପାଲି ଏୟାରଷ୍ଟ୍ରିପରେ ବିମାନ ଯୋଗେ ପହଞ୍ଚିଥିଲେ। ସେଠାରୁ ସମଲେଇ ମନ୍ଦିରକୁ ଯାଇ ମନ୍ଦିର ଲୋକାର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ହୋମ ଯଜ୍ଞରେ ଯୋଗ ଦେଇ ମା’ଙ୍କୁ ଆରଧନା କରିଛନ୍ତି।
ଏହି ଅବସରରେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ବ୍ୟାଟେରି ଗାଡ଼ିରେ ବସି ସମ୍ପୂର୍ଣ୍ଣ ସମଲେଶ୍ୱରୀ ପ୍ରକଳ୍ପ ବୁଲି ଦେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ…

ରାୟଗଡ଼ା-କୋରାପୁଟ ରେଲଓ୍ୱେ ଟ୍ରାକ୍‌ରେ ଉପରେ ଖସିଲା ପଥର, ଅଟକିଲା ହୀରାଖଣ୍ଡ ଏକ୍ସପ୍ରେସ

​କଲ୍ୟାଣସିଂହପୁର,୨୫।୯(ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ଲଗାଣ ବର୍ଷା ଯୋଗୁଁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । କେଉଟଗୁଡ଼ା ଓ ଶିଖରପାଇ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଟନେଲ…

ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?