ବାୟୁ ସ୍ବାସ୍ଥ୍ୟ ସେବା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୦।୧୨(ବ୍ୟୁରୋ):ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନାର ସୋମବାର ଶୁଭାରମ୍ଭ କରିଛନ୍ତି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏହା ଶୁଭାରମ୍ଭ ହୋଇଛି।

ଏହାର ପ୍ରାଥମିକ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡ଼ା ଜିଲାକୁ ବାୟୁ ସ୍ବାସ୍ଥ୍ୟ ସେବାରେ ସାମିଲ କରାଯାଇଛି । ଆଜି ଏସସିବିରୁ ଏକ ଡାକ୍ତର ଟିମ୍‌ ମାଲକାନଗିରିକୁ ଯାଉଛନ୍ତି । ଯେଉଁ ଜିଲାରେ ଉନ୍ନତ ଚିକିତ୍ସା ସୁବିଧା ନାହିଁ, ସେଠାକୁ ବିମାନ ମାଧ୍ୟମରେ ସ୍ପେସାଲିଷ୍ଟ ଡାକ୍ତର ଯିବେ । ଜଟିଳ ରୋଗରେ ଆକ୍ରାନ୍ତ ରୋଗୀଙ୍କ ଚିକିତ୍ସା କରିବେ। ଆଗକୁ ମଧ୍ୟ ଅନ୍ୟ ଜିଲାଗୁଡିକୁ ଏହି ଯୋଜନାରେ ସାମିଲ ମଧ୍ୟ କରାଯିବ । ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି କାର୍ତ୍ତିକ ପାଣ୍ଡିଆନ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri