ବାୟୁ ସ୍ବାସ୍ଥ୍ୟ ସେବା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୦।୧୨(ବ୍ୟୁରୋ):ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନାର ସୋମବାର ଶୁଭାରମ୍ଭ କରିଛନ୍ତି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏହା ଶୁଭାରମ୍ଭ ହୋଇଛି।

ଏହାର ପ୍ରାଥମିକ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡ଼ା ଜିଲାକୁ ବାୟୁ ସ୍ବାସ୍ଥ୍ୟ ସେବାରେ ସାମିଲ କରାଯାଇଛି । ଆଜି ଏସସିବିରୁ ଏକ ଡାକ୍ତର ଟିମ୍‌ ମାଲକାନଗିରିକୁ ଯାଉଛନ୍ତି । ଯେଉଁ ଜିଲାରେ ଉନ୍ନତ ଚିକିତ୍ସା ସୁବିଧା ନାହିଁ, ସେଠାକୁ ବିମାନ ମାଧ୍ୟମରେ ସ୍ପେସାଲିଷ୍ଟ ଡାକ୍ତର ଯିବେ । ଜଟିଳ ରୋଗରେ ଆକ୍ରାନ୍ତ ରୋଗୀଙ୍କ ଚିକିତ୍ସା କରିବେ। ଆଗକୁ ମଧ୍ୟ ଅନ୍ୟ ଜିଲାଗୁଡିକୁ ଏହି ଯୋଜନାରେ ସାମିଲ ମଧ୍ୟ କରାଯିବ । ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି କାର୍ତ୍ତିକ ପାଣ୍ଡିଆନ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମିସେସ୍‌ ଇଣ୍ଡିଆ ୟୁନିଭର୍ସ ୨୦୧୯କୁ ନେଇ ବିବାଦ : ପ୍ରତିଯୋଗୀଙ୍କୁ କହିଲେ ‘ପେ ଅର୍‌ ସ୍ଲିପ୍‌’

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ବ୍ୟୁଟି ପାଜେଣ୍ଟ୍‌, ମଡେଲିଂ, ଆକ୍ଟିଂ, ରିୟାଲିଟି ଶୋ। ଶୁଣିବାକୁ ଓ ବାହାରୁ ଦେଖିବାକୁ ଏସବୁ ଗ୍ଲାମର ଲାଗେ। ମିସ୍‌ ଇଣ୍ଡିଆ, ମିଷ୍ଟର ଇଣ୍ଡିଆ,...

ବୁଲ୍‌ବୁଲ୍‌ ପାଇଁ ରେଳପଥ ମୁଖ୍ୟାଳୟରେ କଣ୍ଟ୍ରୋଲ ରୁମ୍‌ ହେଲ୍‌ପ୍‌ଲାଇନ ନମ୍ବର ଜାରି

ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ବୁଲ୍‌ବୁଲ୍‌ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ମୁଖ୍ୟାଳୟରେ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ଏଥିସହ ଯାତ୍ରୀମାନଙ୍କ ପାଇଁ ହେଲ୍‌ପଲାଇନ ନମ୍ବର ମଧ୍ୟ...

ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ଅପରାହ୍ନ ୪ରୁ ରାତି ୮ ପର୍ଯ୍ୟନ୍ତ ଦର୍ଶନ ବନ୍ଦ

ପୁରୀ ଅଫିସ ୧ା୮: ଶ୍ରାବଣ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ...

ନାବାଳକଙ୍କୁ ପଥର ଛେଚି ହତ୍ୟା

କୋରାପୁଟ,୧୬ା୪(ସ୍ବ.ପ୍ର): ମୋବାଇଲ ଗେମ୍‌ ନିଶାରେ ପିଲା ଓ ଯୁବକମାନେ ଏତେ ଆସକ୍ତ ହୋଇପଡ଼ୁଛନ୍ତି ଯେ ସେମାନେ ଜଘନ୍ୟ କାଣ୍ଡ ଘଟାଇବାକୁ ପଛାଉନାହାନ୍ତି। କୋରାପୁଟ ଜିଲାରେ ଗୁରୁବାର...

ପିଆଜ ଦର ଏବେ ଆକାଶଛୁଆଁ : ଯୋଗାଣ ମନ୍ତ୍ରୀ କହିଲେ ଦୀପାବଳି ପର୍ଯ୍ୟନ୍ତ ଦାମ୍‌ ଉଚ୍ଚା ରହିବ

ଭୁବନେଶ୍ୱର,୨୨।୯(ବ୍ୟୁରୋ) : ପିଆଜ ଦର ଏବେ ଆକାଶଛୁଆଁ ହୋଇଛି। ଭୁବନେଶ୍ୱର, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ା ଦରରେ ପିଆଜ ବିକ୍ରି ହେଉଛି। ଯାହା...

ରାତି ପାହିଲେ ଧାମନଗର ଉପନିର୍ବାଚନ: ୧୦୦ ମିଟର ଭିତରେ କଥାବାର୍ତ୍ତା ହେଲେ ବନ୍ଧା ହେବେ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାତି ପାହିଲେ ଧାମନଗର ଉପନିର୍ବାଚନ। ଏଥିପାଇଁ ଶେଷ ହୋଇଛି ପାଇଁ ସମସ୍ତ ପ୍ରସ୍ତୁତି । ଗୁରୁବାର ସକାଳ ୭ଟାରୁ ସନ୍ଧ୍ୟା ୬ଯାଏ ଭୋଟଗ୍ରହଣ କରାଯିବ।...

ନିୟମ ଉଲ୍ଲଂଘନ ଅଭିଯୋଗରେ ୩ ଦୋକାନୀ ଗିରଫ

ଭଦ୍ରକ ଅଫିସ,୨୧।୪: ଭଦ୍ରକ ଜିଲାରେ ୮ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହୋଇଥିବା ବେଳେ ୨ଜଣ ସୁସ୍ଥ ହୋଇଛନ୍ତି। ଭଣ୍ଡାରିପୋଖରୀ ବ୍ଲକରେ ୨ଜଣ କରୋନା ରୋଗୀ...

କରୋନା ମୁକାବିଲା: ୩.୪୯ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଲାଣି ଗଞ୍ଜାମ ଜିଲା ପ୍ରଶାସନ, ୨୨୧ଜଣଙ୍କ କୋଭିଡ୍‌ ଟେଷ୍ଟିଙ୍ଗ ରିପୋର୍ଟକୁ ଅପେକ୍ଷା

ଛତ୍ରପୁର, ୨୫/୪(ଡିଏନଏ )- ଗଞ୍ଜାମ ଜ଼ିଲାରେ ଶୁକ୍ରବାର ସୁଦ୍ଧା ୧୦୭୪ ଜଣଙ୍କ ସ୍ବାବ ପରୀକ୍ଷା କରାଯାଇଛି। ଏଥିରୁ ୮୫୩ ଜଣଙ୍କ ରିପୋର୍ଟ ଆସିଥିବାବେଳେ କେହି ପଜିଟିଭ୍‌...

Advertisement
Archives

Model This Week