ଓଡିଶାର ଦୀର୍ଘତମ ସେତୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

କଟକ ଅଫିସ, ୨୦।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ଦୀର୍ଘତମ ସେତୁକୁ ସୋମବାର ଲୋକାର୍ପିତ କରିଛନ୍ତି। ୧୧୧ କୋଟି ବ୍ୟୟରେ ଏହି ସେତୁ ନିର୍ମିତ ହୋଇଛି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷର ସଦୃଶ। ଏହା ରାଜ୍ୟର ପ୍ରଥମ ସେତୁ । ଏହି ସେତୁ ଫଳରେ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ଏବେ ପୂରଣ ହୋଇଛି । ସେତୁ ଉଦ୍‌ଘାଟନ ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧନ କରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ସ୍ଥାନୀୟ ଲୋକେ।

ଏହି କାର୍ଯ୍ୟକ୍ରମରେ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବଡ଼ମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଓ ବାଙ୍କୀ ବିଧାୟକ ଦେବୀ ପ୍ରସନ୍ନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ୨୦୧୪ ମସିହାରେ ଏହି ବ୍ରିଜ୍‌ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri