ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମେକ୍‌-ଇନ୍‌-ଓଡ଼ିଶା କନକ୍ଲେଭ୍‌ର ତୃତୀୟ ସଂସ୍କରଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଉଦ୍‌ଘାଟନ କରିଛନ୍ତି। ଜନତା ମଇଦାନରେ ଅନୁଷ୍ଠିତ ହେଉଥିବା ଏହି କନ୍‌କ୍ଲେଭକୁ ଏକ ସ୍ବତନ୍ତ୍ର ଗାଡ଼ିରେ ମୁଖ୍ୟମନ୍ତ୍ରୀ ବୁଲି ଦେଖୁଛନ୍ତି।

ଏହି ୫ ଦିନିଆ ମେଗା ବିଜ୍‌ନେସ ସମିଟ୍‌ରେ ମେଟାଲ, ମିନେରାଲ, ପେଟ୍ରୋକେମିକାଲ୍ସ, ଟେକ୍ସଟାଇଲ, ଫୁଡ ପ୍ରସେସିଙ୍ଗ, ଅକ୍ଷୟ ଶକ୍ତି, ପର୍ଯ୍ୟଟନ ଓ ଆଇଟି କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି।

୧୩୦ରୁ ଅଧିକ ବଡ଼ ଓ ମଧ୍ୟମ ଶିଳ୍ପ କନକ୍ଲେଭରେ ସାମିଲ ହେବାକୁ ମଧ୍ୟ ସହମତି ପ୍ରକାଶ କରିଛନ୍ତି । ଚାଇନା, ଅଷ୍ଟ୍ରେଲିଆ, ଜାପାନ, ନରଓ୍ବେ, ନେପାଳ, ବାଂଲାଦେଶ ଓ ଥାଇଲାଣ୍ଡ ଆଦି ଦେଶର ନିବେଶକ ଏହି କନ୍‌କ୍ଲେଭରେ ଯୋଗଦେବାକୁ ସହମତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

CEC ଚୟନ କମିଟିରୁ CJIଙ୍କୁ କାହିଁକି ହଟାଗଲା? ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୮।୧୨: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିର୍ବାଚନ ସଂସ୍କାର ଉପରେ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର...

ଓଡିଶା ସରକାରଙ୍କ ବଡ ନିଷ୍ପତ୍ତି: ସିଟିଂ ବିଧାୟକଙ୍କ ମୃତ୍ୟୁ ହେଲେ ମିଳିବ ଏତିକି ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହୋଇଛି। ଏହି ଅଧିବେଶନ ସମୟରେ...

୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…

ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri