ଏସ୍‌ଡିପିଓ କାର୍ଯ୍ୟାଳୟ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୧୩ା୩(ସିମାଞ୍ଚଳ ମିଶ୍ର): ଓଡ଼ିଶାର ଏକମାତ୍ର ଏସ୍‌ଡିପିଓ ଅଫିସ ଭାବେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍‌ଡିପିଓ କାର୍ଯ୍ୟାଳୟ ନୂତନ କୋଠାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ବୁଧବାର ଲୋକାର୍ପଣ କରିଛନ୍ତି। ଏହି ଅବସରରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼,ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା, ଅତିରିକ୍ତ ଏସ୍‌ପି ରଞ୍ଜିତ କୁମାର ପୃଷ୍ଟି, ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ, ଇନ୍ସପେକ୍ଟର ସମୀର କୁମାର ରାଉତ, ପୁରୁଷୋତ୍ତମପୁର ଆଇଆଇସି ବିପିନ ବିହାରୀ ହୋତା, କୋଦଳା ଆଇଆଇସି ସୁବାସ ବେହେରା, ପୋଲସରା ଆଇଆଇସି କୌଶିକ ମାଝି, ବେଗୁନିଆପଡ଼ା ଆଇଆଇସି ଅଶୋକ କୁମାର ହାଁସଦାଙ୍କ ସମେତ ଓକିଲ ସଂଘ ସଦସ୍ୟ,ବରିଷ୍ଠ ନାଗରିକ ସଂଘ ସଦସ୍ୟ ଓ ଅଞ୍ଚଳର ବହୁ ମାଣ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇଥିଲୋ ଏହି କାର୍ଯ୍ୟକ୍ରମ ଏସ୍‌ଡିପିଓ ଅଫିସର ସମସ୍ତ କର୍ମଚାରୀ ପରିଚାଳନା କରିଥିଲେ।
ସୂଚନାଯୋଗ୍ୟ, ଗତ ୨୯ା୧ା୨୦୧୬ରେ ଏଠାରେ ନୂତନ ଭାବରେ ଏସ୍‌ଡିପିଓ ଅଫିସ ପ୍ରତିଷ୍ଠା ହୋଇଥିଲା ମାତ୍ର ସ୍ଥାୟୀ କୋଠା ନ ଥିବାରୁ କିଛିଦିନ ଏନ୍‌ଏସିର ଏକ ଭଡ଼ାଘରେ ଓ ପରେ ଥାନା ପରିସରରେ ଥିବା ଏକ ଛୋଟିଆ କୋଠରିରେ କାର୍ଯ୍ୟ ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri