ଆଜି ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଆଜି ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅପରାହ୍ନ ସାଢେ ୧ଟାରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଅଭିମୁଖେ ଯିବେ। ସେଠାରୁ ୨୦ତାରିଖ ୪ଟା ୧୫ ମିନିଟରେ ଇଟାଲୀର ରୋମ ଅଭିମୁଖେ ଗସ୍ତ କରିବେ। ଏହା ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ବିଦେଶ ଗସ୍ତ ।

ସେହିପରି ୨୬ତାରିଖ ଅପରାହ୍ନ ୩ଟା ୨୫ରେ ରୋମରୁ ଦୁବାଇ ଅଭିମୁଖେ ଯିବେ। ଦୁବାଇରେ ୨୯ତାରିଖରେ ଭାରତ ସରକାର ଓ ଫିକ୍କି ଦ୍ୱାରା ଆୟୋଜିତ ଓ ଇନଭେଷ୍ଟର୍ସ ମିଟ୍‌ରେ ଯୋଗ ଦେବେ । ୩୦ ତାରିଖ ଅପରାହ୍ନରେ ୩ଟା ୨୫ ମିନିଟରେ ଦୁବାଇ ଛାଡିବେ ଓ ରାତି ୮ଟା ୨୦ରେ ନୂଆଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ରାତି ୯ଟା ୩୦ମିନିଟରେ ଭୁବନେଶ୍ୱର ଅଭିମୁଖେ ଆସିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri