ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ବରଗଡ଼ ଜିଲା ପାଇକମାଳରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭାବରେ ଉନ୍ନୀତ କରାଯାଇଛି। ପାଇକମାଳ ଅଞ୍ଚଳର ଜନସାଧାରଣଙ୍କ ବହୁ ଦିନର ଦାବି ଆଜି ପୂରଣ ହୋଇଛି।

ସୂଚନାଯୋଗ୍ୟ, ଗତ ଉପନିର୍ବାଚନ ସମୟରେ ପାଇକମାଳର ଲୋକେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପାଇକମାଳରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ ପାଇଁ ଦାବି କରିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ଦାବିକୁ ଗ୍ରହଣ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏହାଦ୍ୱାରା ସେଠାରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ଆହୁରି ଉନ୍ନତି ହେବା ସହିତ ଜନସାଧାରଣଙ୍କୁ ଅଧିକ ଉନ୍ନତ ସ୍ବାସ୍ଥ୍ୟସେବା ମିଳିପାରିବ। ଅଧିକ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ନିଯୁକ୍ତ ହେବେ। ପାଇକମାଳର ଜନସାଧାରଣ ସେ ଅଞ୍ଚଳରେ ସ୍ବାସ୍ଥ୍ୟସବାରେ ଉନ୍ନତି ପାଇଁ ଦୀର୍ଘଦିନ ହେଲା ଦାବି କରିଆସୁଥିଲେ। ଯାହା ଆଜି ପୂରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ବଡୁଆ ଡାକିବାକୁ କାଉଁରିଆ କାଠି ମିଳୁନି

ପାଟକୁରା,୩ା୧୧ (ଡି.ଏନ.ଏ.): ଦୀପାବଳିରେ ପିତୃପୁରୁଷଙ୍କ ପାଇଁ ପରିବାର ଲୋକେ କାଉଁରିଆ କାଠି ଜାଳି ବଡ଼ବଡୁଆ ଡାକିଥା’ନ୍ତି। କିନ୍ତୁ ଏବେ ଏହି କାଉଁରିଆ କାଠିର ଅଭାବ ପରିଲକ୍ଷିତ...

‘ଦୂରଦୃଷ୍ଟି ନେତୃତ୍ୱ ମିଶନ ଶକ୍ତି ପ୍ରତିଭାର ବିକାଶ କରିଛି’

ଭୁବନେଶ୍ୱର,୨୦।୯(ବ୍ୟୁରୋ):କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା ଓ ଅନୁଗୋଳ ଜିଲାର ମିଶନ ଶକ୍ତି ଗୋଷ୍ଠୀର ସଦସ୍ୟମାନେ ସୋମବାର ସନ୍ଧ୍ୟାରେ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ...

କଳମ୍ବ ଗାଁ ଅଶାନ୍ତ: ନାମଯଜ୍ଞ ସରିଲା, ମୁଣ୍ଡ ଗଡ଼ିଲା

ପୋଲସରା,୧୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧିନ କଳମ୍ବ ଗ୍ରାମରେ ଶନିବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଥିବା ଯୁବକ ଜଣକ...

ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ

ପୁରୀ ଅଫିସ,୬ା୧୦: ଗୁରୁବାର ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀ ତିଥିରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ନୀତି। ସକାଳ ୫ଟା ୧୮ମିନିଟ୍‌ରେ ଦ୍ୱାରଫିଟା ନୀତି ସମ୍ପନ୍ନ...

୨ଦିନ ହେଲା ଦୁଇମୃତଦେହର ପରିଚୟ ଖୋଜୁଛି ପୋଲିସ

ଆସିକା,୨୬।୨: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ବୁଢାକେନ୍ଦୁ ଜଙ୍ଗଲରୁ ପୋଲିସ ୨ ଗଳିତ ମୃତଦେହ ଜବତ କରିଥିଲା  । ଘଟଣାର ୨ଦିନ ପରେ ମୃତକଙ୍କ...

ଗରିବଙ୍କ ସାଥୀ ଅମୀର, ରକ୍ତ ଦେଇ ବଞ୍ଚାଉଛନ୍ତି ଜୀବନ

ମୋରଡ଼ା,୮ା୯: ରକ୍ତଦାନ କରି ଜୀବନ ବଞ୍ଚାଅ। ଏହି ବାର୍ତ୍ତାକୁ ନେଇ ଆଗେଇ ଚାଲିଛନ୍ତି ସେ। ଗରିବ, ନିଃସହାୟଙ୍କ ସମେତ ଆବଶ୍ୟକ ସମୟରେ ରୋଗୀଙ୍କୁ ରକ୍ତଦାନ କରି...

ଦାୟିତ୍ୱ ନେଲେ କଟକର ନୂଆ ଡିସିପି

କଟକ ଅଫିସ,୨୯।୭: କଟକର ନୂଆ ଡିସିପି ଭାବେ ରବିବାର ଦାୟିତ୍ୱ ନେଇଛନ୍ତି ପ୍ରତୀକ ସିଂ। ଡିସିପି କାର୍ଯ୍ୟାଳୟରେ ସେ ବିଦାୟୀ ଡିସିପି ଅଖିଳେଶ୍ୱର ସିଂଙ୍କଠାରୁ ଦାୟିତ୍ୱ...

ଆଜିଠୁ ହୋଲ୍ଡିଂ ଟ୍ୟାକ୍ସ ଆଦାୟ କରିବେ କିନ୍ନର

ଭୁବନେଶ୍ୱର,୭।୨(ବ୍ୟୁରୋ): ବକେୟା ପଡ଼ିଥିବା ହୋଲ୍ଡିଂ ଟ୍ୟାକ୍ସ ଆଦାୟ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କିନ୍ନରମାନଙ୍କୁ ନିଯୁକ୍ତ କରିଛି। ଇତିମଧ୍ୟରେ ସେମାନଙ୍କୁ ସ୍ବତନ୍ତ୍ର ତାଲିମ୍‌ ଦିଆଯାଇଥିବାବେଳେ...

Advertisement
Archives

Model This Week