ଓଡ଼ିଶ ରାଜ୍ୟ ପଣ୍ୟାଗାର ନିଗମ ନୂତନ ମୁଖ୍ୟ କାର୍ଯ୍ୟାଳୟ ସୌଧର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶର, ୪।୭ (ଅସମାପିକା ଦାସ): ୧୯ କୋଟି ୬୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଓ ରାଜ୍ୟ ପଣ୍ୟାଗାର ନିଗମ ନୂତନ ମୁଖ୍ୟ କାର୍ଯ୍ୟାଳୟ ସୌଧ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ନିଗମ ରାଜ୍ୟର ୩୦ଟି ଜିଲାର ୬୮ଟି ସ୍ଥାନରେ ମୋଟ ୫,୨୧,୪୦୦ ମେଟ୍ରିକ ଟନ କ୍ଷମତାବିଶିଷ୍ଟ ଗୋଦାମଘର ପରିଚାଳନା କରିବ।
ମୁଖ୍ୟତଃ କୃଷିଜାତ ଦ୍ରବ୍ୟର ବୈଜ୍ଞାନିକ ପଦ୍ଧତିରେ ସଂରକ୍ଷଣ ଓ ସୁଷମ ବଣ୍ଟନର ଆନୁଷଙ୍ଗିକ ବ୍ୟବସ୍ଥାକୁ ସହାୟତା ଯୋଗାଇବ। ଭୁବନେଶର ସ୍ଥିତ ପ୍ଲଟ ନମମର-୨, କଟକ ରୋଡର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଥିବା ନିଗମର ମୁଖ୍ୟ କାର୍ଯ୍ୟାଳୟ ପଣ୍ୟାଗାର ଗୁଡ଼ିକ ସମସ୍ତ ବ୍ୟବସାୟିକ କାର୍ଯ୍ୟକୁ ପରିଚାଳନା କରିଥାଏ। ନିଗମର ବ୍ୟବସାୟିକ ଅଭିବୃଦ୍ଧି ହେବା ସଙ୍ଗେ ସଙ୍ଗେ ଏହାର କାର୍ଯ୍ୟ ପରିସରର ଆବଶ୍ୟକତାକୁ ପୂରଣ କରିବା ପାଇଁ ମୌଳିକ ସୁବିଧାଯୁକ୍ତ ଭିତ୍ତିଭୂମି ସୃଷ୍ଟି ନିମନ୍ତେ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଏକ ନୂତନ ୪ ମହଲା ବିଶିଷ୍ଟ ଅଫିସ ବିଲ୍ଡିଂ ର୍ନିମାଣ ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri