କରୋନାକୁ ହରାଇଲେ ଗଞ୍ଜାମର ୮୫ ବର୍ଷୀୟ ଅଭିମନ୍ୟୁ: ମୁଖ୍ୟମନ୍ତ୍ରୀ କଲେ ପ୍ରଶଂସା

ଛତ୍ରପୁର,୩୦ା୭(ଡି.ଏନ୍‌.ଏ.): ଗଞ୍ଜାମର ଜଣେ ୮୫ ବର୍ଷୀୟ ବୃଦ୍ଧ କରୋନାକୁ ହରାଇ ସୁସ୍ଥ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଟୁଇଟ୍‌ କରି କହିଛନ୍ତି ଯେ, ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡିର ୮୫ ବର୍ଷୀୟ ବୃଦ୍ଧ ଅଭିମନ୍ୟୁ ସାହୁ କୋଭିଡ୍‌-୧୯ରୁ ସୁସ୍ଥ ହେବା ଖବର ସମଗ୍ର ରାଜ୍ୟ ପାଇଁ ଏକ ଖୁସିର ବିଷୟ। ପରିଣତ ବୟସରେ ବି ସେ ଦେଖାଇଥିବା ଦୃଢ଼ ମନୋବଳ ଓ ସାହସିକତା ବାସ୍ତବରେ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା

ପୁରୀ ଅଫିସ, ୧୦ା୮: ଶ୍ରାବଣ ଶୁକ୍ଳ ଦଶମୀ ତିଥି ଅର୍ଥାତ୍‌ ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଝୁଲଣ ଯାତ୍ରା। ୭ ଦିନ ବ୍ୟାପୀ ଏହି ଝୁଲଣ...

କଶ୍ମୀରରେ ପ୍ରଥମ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଶ୍ରୀନଗର,୨୬।୩: ଜମ୍ମୁ-କଶ୍ମୀର ଶ୍ରୀଗନରରେ କରୋନା ଭାଇରସରେ ସଂକ୍ରମିତ ପ୍ରଥମ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଗୁରୁବାର ଶ୍ରୀନଗର ହାଇଦରପୋରା ଅଞ୍ଚଳର ଜଣେ ୬୫ ବର୍ଷୀୟ ବ୍ୟକ୍ତିଙ୍କର ଏହି...

ହସ ଆଣିଦେଲା ସୋସିଆଲ ମିଡିଆ

ଇରୋଡ୍‌(ତାମିଲନାଡ଼ୁ): ସମ୍ପ୍ରତି ଅନେକ ଯୁବଗୋଷ୍ଠୀ ସୋସିଆଲ ମିଡିଆର ଦୁରୁପଯୋଗ କରୁଥିବା ନଜରକୁ ଆସୁଛି। ଏହା ସମାଜ ଉପରେ ଖରାପ ପ୍ରଭାବ ପକାଉଛି। ଯଦି ମହତ୍‌ ଉଦ୍ଦେଶ୍ୟରେ...

ରଥଯାତ୍ରାକୁ ନେଇ ଆଶଙ୍କା ଦୂର ହେଉ

ପୁରୀ ଅଫିସ, ୧୦।୬: ଆସନ୍ତା ୨୩ ତାରିଖରେ ରଥଯାତ୍ରା। କିନ୍ତୁ ଏ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କିଛି ସ୍ପଷ୍ଟ କରାଯାଇ ନାହିଁ। ରଥଯାତ୍ରା ଆୟୋଜନକୁ ନେଇ...

ପୁରୀ ଛାଡ଼ିଲେ ପର୍ଯ୍ୟଟକ

ପୁରୀ ଅଫିସ,୧୯।୩: ପୁରୀ ସହରରେ କଡ଼ାକଡ଼ି ହୋଇଛି କରୋନା କଟକଣା। ଶ୍ରୀମନ୍ଦିର ହେଉ କି ହୋଟେଲ, ବେଳାଭୂମି ସବୁଠି ଦେଖିବାକୁ ମିଳୁଛି କରୋନା ପ୍ରଭାବ। ସହରରେ...

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଗ୍ରହଣକଲେ ତରୁଣକାନ୍ତି, କାଳିଚରଣ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ମଙ୍ଗଳବାର ୨୦୧୯ ମସିହା ଲାଗି କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀ ମଣ୍ଡି ହାଉସ୍‌ସ୍ଥିତ କମାନୀ...

ଜଙ୍ଗଲରୁ ଜନ୍ତୁ ଶିକାର ଉଦ୍ୟମ: ଶିକାରୀ ଗିରଫ, ବନ୍ଧୁକ ଜବତ

ଦେବଗଡ଼,୮ା୫(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ଲକ୍ଷ୍ମୀପୁର ବିଟ୍‌ ଅଧୀନ ବାବାଜୀମଠ ସଂରକ୍ଷିତ ଜଙ୍ଗଲ ମଧ୍ୟରୁ ବନ ବିଭାଗ କର୍ମଚାରୀମାନେ ଜଣେ ଶିକାରୀଙ୍କୁ କାବୁ କରିବା...

ବେଆଇନ ଚିଙ୍ଗୁଡ଼ି ଚାଷ ଉଚ୍ଛେଦ ନିର୍ଦ୍ଦେଶ

ଛତ୍ରପୁର,୨୯ା୫(ଡି.ଏନ.ଏ.)-ଖାରି ଜଳ ଚିଙ୍ଗୁଡି ଚାଷକୁ ପ୍ରୋତ୍ସାହିତ କରିବା ପାଇଁ ଚାଷୀଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବାକୁ ପ୍ରଶିକ୍ଷଣ ଶିବିର ଆୟୋଜନ ହେବ। ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *