କୋରାପୁଟରେ ୧୨୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ,୧୦ା୧୧(ଅମିତାଭ ବେହେରା): ଶୁକ୍ରବାର କୋରାପୁଟ ସଦର ମହାକୁମାରେ ଥିବା ପୋଲିସ ପଡ଼ିଆଠାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କୋରାପୁଟ ଜିଲା ପାଇଁ ୧୨୦ କୋଟି ଟଙ୍କା ବ୍ୟୟରେ ୩ ହଜାର ୮୭ଟି ବିଭିନ୍ନ ଉନୟନ ପ୍ରକଳ୍ପ ଘୋଷଣା କରାଯାଇଛି। ଭିଡିଓ କନଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତ। ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ଏହି ଅବସରରେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମ କୋରାପୁଟ ଜିଲାର ୧୪ଟି ବ୍ଲକର ସଦର ମହାକୁମାରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଜିଲାର ସମସ୍ତ ବିଧାୟକଙ୍କ ସମେତ ସମସ୍ତ ଲୋକ ପ୍ରତିନିଧି, ଜିଲାସ୍ତରୀୟ ନୋଡାଲ ଅଧିକାରୀ, ମିଶନ ଶକ୍ତି ମହିଳାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ…

ଦିନ ଦ୍ବିପ୍ରହରରେ ଯୁବକଙ୍କୁ ଦଳି ମାରିଦେଲା ହାତୀ, ବନ ବିଭାଗ ପହଞ୍ଚି….

ସମ୍ବଲପୁର,୨୫ା୬(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଭୀମଖୋଜ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଭୀମଖୋଜ ଗ୍ରାମ…

ବଡ଼ ଖବର: ହର୍ମୁଜ ପାର କଲା ୩୦ ଭାରତୀୟ ଜାହାଜ, ଦୂର ହେବ LPG-LNG ସଙ୍କଟ, ଜାଣନ୍ତୁ ଏବେ କେତେ ଜାହାଜ ଫସି ରହିଛନ୍ତି

ତେହରାନ,୨୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଯୋଗୁ ହର୍ମୁଜ ପ୍ରଣାଳୀ ପୁନର୍ବାର ଖୋଲିଛି, ଯାହା ଫଳରେ ସେଠାରେ ଫସି ରହିଥିବା ଜାହାଜଗୁଡ଼ିକ ସେମାନଙ୍କର ଯାତ୍ରା…

ବିକ୍ରି ହୋଇନପାରି ପଡିରହିଛି ହଜାର ହଜାର ପ୍ୟାକେଟ ଧାନ, ଧାରଣାରେ ବସିଲେ ଚାଷୀ

ଅତାବିରା,୨୫ା୬(ଯୁଧିଷ୍ଠିର ମହାପାତ୍ର): ରବି ଫସଲ ଧାନ କିଣାବିକା ପ୍ରକ୍ରିୟା ଆଉ ମାତ୍ର ୫ ଦିନ ପରେ ଅର୍ଥାତ୍ ଜୁନ ୩୦ ତାରିଖ ଶେଷ ହେବାକୁ ଯାଉଛି ।…

ଦାରିଙ୍ଗବାଡି ଯାଉଥିବା ବେଳେ ଭ୍ୟାନ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ

ଦାରିଙ୍ଗବାଡି,୨୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଭ୍ୟାନ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ…

ବିଜେଡିରେ ସୁଜାତା ସାମିଲ ହେବା ପରେ ଶଙ୍ଖ ଭବନରୁ ଆସିଲା ବଡ଼ ଖବର: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୬: ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ…

ପ୍ରେମ ବିବାହର ଭୟଙ୍କର ଅନ୍ତ! ପତ୍ନୀଙ୍କୁ କାର୍‌ରେ ବସାଇ କେନାଲକୁ ଗାଡ଼ି ଖସାଇଦେଲେ…

ଚଣ୍ଡିଗଡ଼,୨୫ା୬: ପଞ୍ଜାବର ପଟିଆଲାରୁ ଏକ ଗଭୀର ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ପ୍ରେମ ବିବାହ ମୃତ୍ୟୁରେ ପରିଣତ ହୋଇଛି। ଭାରତୀୟ ସେନାର…

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri