ବିଜେଡିର ନୂଆ ୱେବ୍‌ସାଇଟ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୩(ଅନିଲ ଦାସ)- ବିଜୁବାବୁଙ୍କ ଜୟନ୍ତୀ ଅବସରରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ନୂତନ ଭାବେ ପ୍ରସ୍ତୁତ ନାଗରିକକୈନ୍ଦ୍ରିକ ୱେବ୍‌ସାଇଟ୍‌ https://www.bjdodisha.org.in/homeକୁ ଉନ୍ମୋଚନ କରିଛନ୍ତି ା ଏହି ୱେବ୍‌ସାଇଟ୍‌ରେ ମହିଳା ସଶକ୍ତୀକରଣ, ଅନ୍ତର୍ଭୁକ୍ତି ବିକାଶ, ଆଦିବାସୀ କଲ୍ୟାଣ, ଯୁବ ଓ କ୍ରୀଡ଼ା, କୃଷି, ଆଇଟି ଏବଂ ପୁଞ୍ଜିନିବେଶ ଭଳି କ୍ଷେତ୍ରରେ ୫ଟି ନେତୃତ୍ୱାଧୀନ ପରିବର୍ତ୍ତନର ଏକାଧିକ ସ୍ତମ୍ଭ ପ୍ରଦର୍ଶିତ ହୋଇଛି ା ଲୋକଙ୍କ ସ୍ବରକୁ ସୁଦୃଢ଼ କରିବା, ସେମାନଙ୍କୁ ରାଜ୍ୟର ପ୍ରଗତିରେ ଅଂଶୀଦାର କରିବା ଦିଗରେ ଦଳର ପ୍ରତିବଦ୍ଧତାକୁ ମଧ୍ୟ ଏହି ୱେବ୍‌ସାଇଟରେ ଦର୍ଶାଯାଇଛି ା ଏହା ନାଗରିକମାନଙ୍କୁ କଲ୍ୟାଣକାରୀ ଯୋଜନାଗୁଡ଼ିକର ଲାଭ ଉଠାଇବାରେ ଏହା ସାହାଯ୍ୟ କରିବ ା ଏହି ୱେବ୍‌ସାଇଟ୍‌ରେ ନୂଆ ଓଡ଼ିଶା ଓ ସଶକ୍ତ ଓଡ଼ିଶାର ଭାବନା ପ୍ରତିଫଳିତ ହେବା ସହ ଏହି ସ୍ବପ୍ନକୁ ସାକାର କରିବା ପାଇଁ ରାଜ୍ୟବାସୀଙ୍କୁ ‘ଶଙ୍ଖନାଦ’ରେ ସାମିଲ ହେବାକୁ ଆହ୍ବାନ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri