ବିଜେଡିର ନୂଆ ୱେବ୍‌ସାଇଟ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୩(ଅନିଲ ଦାସ)- ବିଜୁବାବୁଙ୍କ ଜୟନ୍ତୀ ଅବସରରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ନୂତନ ଭାବେ ପ୍ରସ୍ତୁତ ନାଗରିକକୈନ୍ଦ୍ରିକ ୱେବ୍‌ସାଇଟ୍‌ https://www.bjdodisha.org.in/homeକୁ ଉନ୍ମୋଚନ କରିଛନ୍ତି ା ଏହି ୱେବ୍‌ସାଇଟ୍‌ରେ ମହିଳା ସଶକ୍ତୀକରଣ, ଅନ୍ତର୍ଭୁକ୍ତି ବିକାଶ, ଆଦିବାସୀ କଲ୍ୟାଣ, ଯୁବ ଓ କ୍ରୀଡ଼ା, କୃଷି, ଆଇଟି ଏବଂ ପୁଞ୍ଜିନିବେଶ ଭଳି କ୍ଷେତ୍ରରେ ୫ଟି ନେତୃତ୍ୱାଧୀନ ପରିବର୍ତ୍ତନର ଏକାଧିକ ସ୍ତମ୍ଭ ପ୍ରଦର୍ଶିତ ହୋଇଛି ା ଲୋକଙ୍କ ସ୍ବରକୁ ସୁଦୃଢ଼ କରିବା, ସେମାନଙ୍କୁ ରାଜ୍ୟର ପ୍ରଗତିରେ ଅଂଶୀଦାର କରିବା ଦିଗରେ ଦଳର ପ୍ରତିବଦ୍ଧତାକୁ ମଧ୍ୟ ଏହି ୱେବ୍‌ସାଇଟରେ ଦର୍ଶାଯାଇଛି ା ଏହା ନାଗରିକମାନଙ୍କୁ କଲ୍ୟାଣକାରୀ ଯୋଜନାଗୁଡ଼ିକର ଲାଭ ଉଠାଇବାରେ ଏହା ସାହାଯ୍ୟ କରିବ ା ଏହି ୱେବ୍‌ସାଇଟ୍‌ରେ ନୂଆ ଓଡ଼ିଶା ଓ ସଶକ୍ତ ଓଡ଼ିଶାର ଭାବନା ପ୍ରତିଫଳିତ ହେବା ସହ ଏହି ସ୍ବପ୍ନକୁ ସାକାର କରିବା ପାଇଁ ରାଜ୍ୟବାସୀଙ୍କୁ ‘ଶଙ୍ଖନାଦ’ରେ ସାମିଲ ହେବାକୁ ଆହ୍ବାନ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri